ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ଅବପାତ ରୂପନେଲା: ପ୍ରଭାବରେ ରାଜ୍ୟର ବିଭିନ୍ନ ଅଞ୍ଚଳରେ ଲାଗି ରହିଛି ବର୍ଷା, ରାଜ୍ୟର ଗୋଟିଏ ଦୁଇଟି ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା