ଉତ୍ତରପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ଘୂର୍ଣ୍ଣିବଳୟ ଲଘୁଚାପରେ ପରିଣତ ହୋଇଛି,ଏହା ପ୍ରଭାବରେ ୨୪ ଘଣ୍ଟା ମଧ୍ୟରେ ୧୧ଟି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ