ଝଡ଼ତୋଫାନ ସହ ବର୍ଷା ନେଇ ସଂଧ୍ୟା ୫ଟା ୪୫ ମିନିଟ ଯାଏ ଗଞ୍ଜାମ, ଗଜପତି, ରାୟଗଡ଼ା, କୋରାପୁଟ, କଳାହାଣ୍ଡି, କନ୍ଧମାଳ, ନୟାଗଡ଼, ଖୋର୍ଦ୍ଧା, ପୁରୀ, କଟକ, ଜଗତସିଂହପୁର, ଅନୁଗୋଳ, ବାଲେଶ୍ୱର, କେନ୍ଦୁଝର, ମୟୂରଭଞ୍ଜ, କେନ୍ଦ୍ରାପଡ଼ା, ସୋନପୁର ଓ ବୌଦ୍ଧ ଜିଲ୍ଲାକୁ ସତର୍କ ସୂଚନା ଜାରି କଲା ପାଣିପାଗ ବିଭାଗ