ଝଡ଼ବର୍ଷା ଓ ଘଡ଼ଘଡ଼ି ନେଇ ଅପରାହ୍ନ ୧ଟା ୩୦ ଯାଏ ଅନୁଗୋଳ, ଢେଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ, ଗଜପତି,ଗଞ୍ଜାମ, ଭଦ୍ରକ ଓ ବାଲେଶ୍ୱର ଜିଲ୍ଲାକୁ ସତର୍କ ସୂଚନା ଜାରି କଲା ପାଣିପାଗ ବିଭାଗ

ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।