ପୁରୀ: ଶ୍ରୀଜିଉଙ୍କ ନବଯୌବନ ଦର୍ଶନ ଆରମ୍ଭ, ୧୫ ଦିନ ଅଣସରରେ ରହିବା ପରେ ଆଜି ଶ୍ରୀଜିଉଙ୍କ ନବଯୌବନ ଦର୍ଶନ; ପ୍ରଥମେ ଆରମ୍ଭ ହୋଇଛି ପରମାଣିକ ଦର୍ଶନ, ଶୃଙ୍ଖଳିତ ଦର୍ଶନ ପାଇଁ ଭକ୍ତଙ୍କୁ ନିବେଦନ କଲା ପ୍ରଶାସନ

ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।