ମୁନିଗୁଡ଼ା: ବିଷମକଟକର ବିଭିନ୍ନ ସ୍ଥାନରେ ମାଓ ବିରୋଧୀ ପୋଷ୍ଟର ଲାଗିଛି, ସଂପୂର୍ଣ୍ଣ ହିଂସାମୁକ୍ତ ଓଡ଼ିଶା ଅଭିଯାନ ପକ୍ଷରୁ ଏହି ପୋଷ୍ଟର ଲଗାଯାଇଛି; ଏଥିରେ ଲେଖାଯାଇଛି- ମାଓବାଦୀ ହିଂସା ଛାଡ଼, ନଚେତ୍ ରାୟଗଡ଼ା ଛାଡ଼

ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।