ସମ୍ଭାବ୍ୟ ବର୍ଷାକୁ ଦୃଷ୍ଟିରେ ରଖି ରାଜ୍ୟ ସରକାରଙ୍କ ସତର୍କତା: ସ୍ୱାଧୀନତା ଦିବସ ପରେଡରେ ଛାତ୍ରଛାତ୍ରୀ ଭାଗ ନନେବା ପାଇଁ ସବୁ RDC ଓ ଜିଲ୍ଲାପାଳମାନଙ୍କୁ ଗୃହ ବିଭାଗ ପକ୍ଷରୁ ଚିଠି