ସାଲେପୁର ଜେଏମ୍‌ଏଫ୍‌ସି କୋର୍ଟରେ ହାଜର ହେବା ପାଇଁ କଟକରେ ଆସି ପହଞ୍ଚିଲା ସନ୍ଦିଗ୍ଧ ଆତଙ୍କବାଦୀ ଅବଦୁର୍ ରେହମାନ୍