ତେଜିଲା ପଶ୍ଚିମ ଓଡ଼ିଶାରେ ହାଇକୋର୍ଟର ସ୍ଥାୟୀ ବେଞ୍ଚ ପ୍ରତିଷ୍ଠା ଦାବି; ୧୯ରୁ ୨୪ ତାରିଖ ପର୍ଯ୍ୟନ୍ତ ପଶ୍ଚିମ ଓଡ଼ିଶାର ସରକାରୀ ଅଫିସ୍ ବନ୍ଦ ଡାକରା ଦେଲା ପଶ୍ଚିମ ଓଡ଼ିଶା କେନ୍ଦ୍ରୀୟ କ୍ରିୟାନୁଷ୍ଠାନ କମିଟି