ସମ୍ବଲପୁର: ହୀରାକୁଦ ଜଳ ଭଣ୍ଡାର ଜଳସ୍ତର ବଢୁଛି; ମୁଖ୍ୟ ଯନ୍ତ୍ରୀ ଜ୍ୟୋତିର୍ମୟ ରଥଙ୍କ ସୂଚନା ଅନୁଯାୟୀ, ସକାଳ ୬ଟା ସୁଦ୍ଧା ଜଳ ଭଣ୍ଡାରର ଜଳସ୍ତର ୬୧୫ ଫୁଟ୍ ରହିଛି, ପ୍ରତି ସେକେଣ୍ଡରେ ୧ ଲକ୍ଷ ୭୭ ହଜାର କ୍ୟୁସେକ୍ ଜଳ ପ୍ରବେଶ କରୁଛି, ଆସନ୍ତାକାଲି ଜଳ ଭଣ୍ଡାରରୁ ପ୍ରଥମ ବନ୍ୟାଜଳ ନିଷ୍କାସନ ହେବ

jagannath

Rakesh Mallick
  • Published: Monday, 23 July 2018
  • , Updated: 23 July 2018, 08:12 AM IST

Related story