କଟକ: ଏସସିବିରେ ଚିକିତ୍ସାଧୀନ ଜଣେ ଡେଙ୍ଗୁ ରୋଗୀଙ୍କ ମୃତ୍ୟୁ; ମୃତକ ଜଗତସିଂହପୁର ଜିଲ୍ଲା କୁଜଙ୍ଗର ସୌମ୍ୟରଞ୍ଜନ ନାୟକ, ୨୦ ତାରିଖରୁ ଆଇସିୟୁରେ ଭର୍ତ୍ତି ହୋଇଥିଲେ