ଆନ୍ଦୋଳନରତ କର୍ମଚାରୀଙ୍କ ପ୍ରତି କଠୋର ହେଲେ ରାଜ୍ୟ ସରକାର: କାମ ନାହିଁ ତ ଦରମା ନାହିଁ ନୀତି ଲାଗୁ କରିବାକୁ ସରକାରଙ୍କ ନିଷ୍ପତ୍ତି, ପ୍ରାଥମିକ ପର୍ଯ୍ୟାୟରେ ସ୍କୁଲ ଓ ଗଣଶିକ୍ଷା ବିଭାଗ ଲାଗୁ କଲା ନିୟମ; ନିୟମ ଲାଗୁ ପାଇଁ ବିଭାଗୀୟ ନିର୍ଦ୍ଦେଶକଙ୍କୁ ଅତିରିକ୍ତ ସଚିବଙ୍କ ନିର୍ଦ୍ଦେଶ