ସୋର: ଟେଣ୍ଟେଇ ଗାଁରେ ଦୁଇ ଛାତ୍ରୀଙ୍କ ସନ୍ଦେହଜନକ ମୃତ୍ୟୁ ଘଟଣା; ସୋର ହସ୍ପିଟାଲରୁ ଆସିଲା ଶବ ବ୍ୟବଚ୍ଛେଦ ରିପୋର୍ଟ, ବିଷକ୍ରିୟାରୁ ଉଭୟଙ୍କ ମୃତ୍ୟୁ ହୋଇଥିବା ରିପୋର୍ଟରେ ଉଲ୍ଳେଖ, ନିଜେ ବିଷ ପିଇଛନ୍ତି କି କେହି ପିଆଇ ମାରିଛି, ସ୍ପଷ୍ଟ ହୋଇନାହିଁ

ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।