ତାଳସାରୀରେ ମୁଖ୍ୟମନ୍ତ୍ରୀଙ୍କ ସଭାମଞ୍ଚକୁ ଅଣ୍ଡା ମାଡ଼ ଘଟଣା: ରାଜେଶ୍ୱରୀ କାମିଲାଙ୍କ ଉପରୁ ସବୁ ମାମଲା ହଟାଇବାକୁ ପୋଲିସକୁ ନିର୍ଦ୍ଦେଶ ଦେଲେ ମୁଖ୍ୟମନ୍ତ୍ରୀ; ହତ୍ୟା ଉଦ୍ୟମ ଓ ଅପରାଧିକ ଷଡ଼ଯନ୍ତ୍ର ଦଫା ଲଗାଯାଇଥିଲା