ଝାରସୁଗୁଡ଼ା, ସୁନ୍ଦରଗଡ଼, ସମ୍ବଲପୁର, ଦେବଗଡ଼, ରାୟଗଡ଼ା, କନ୍ଧମାଳ, ଗଞ୍ଜାମ, ଗଜପତି, କଟକ, ଖୋର୍ଦ୍ଧା, ପୁରୀ ଓ ଜଗତସିଂହପୁର ଜିଲ୍ଲା ପାଇଁ କାଳବୈଶାଖୀ ସତର୍କତା ସୂଚନା ଜାରି; ରାତି ୮ଟା ପର୍ଯ୍ୟନ୍ତ କାଳବୈଶାଖୀ ସମ୍ଭାବନା, ଘଡ଼ଘଡ଼ି ବର୍ଷା ସହ ୫୦ରୁ ୬୦ କି.ମି. ବେଗରେ ପବନ ବହିବ