ଆସନ୍ତାକାଲି କୋରାପୁଟ ବନ୍ଦ: କୁନ୍ଦୁଲି ପୀଡ଼ିତା ଆତ୍ମହତ୍ୟା ଘଟଣାରେ ବିଜେପିର ୧୨ ଘଣ୍ଟିଆ ବନ୍ଦ ଡାକରା, ବିଜେପି ସାଧାରଣ ସଂପାଦକ ଭୃଗୁ ବକ୍ସିପାତ୍ରଙ୍କ ସୂଚନା