ବଲାଙ୍ଗିର: ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଯୋଗାଣ ଅଧିକାରୀ ରଞ୍ଜନ ସେଠ୍‌ଙ୍କ ଘରେ ଭିଜିଲାନ୍ସ ଚଢ଼ାଉ, ଅଫିସ୍‌ ସମେତ ୫ ଜାଗାରେ ଚଢ଼ାଉ