ରାଉରକେଲା: ଆୟବହିର୍ଭୂତ ସମ୍ପତ୍ତି ଠୁଳ କରିବା ଅଭିଯୋଗରେ ମାପ ଓଜନ ବିଭାଗ ଆସିଷ୍ଟାଣ୍ଟ୍ କଣ୍ଟ୍ରୋଲର ବିଦ୍ୟାଧର ବିଶ୍ୱାଳଙ୍କ ଘରେ ଭିଜିଲାନ୍ସ ଚଢ଼ାଉ