ଘୂର୍ଣ୍ଣିଝଡ଼, ବର୍ଷା ଓ ବଜ୍ରପାତ ନେଇ ଅପରାହ୍ନ ସାଢ଼େ ୪ଟା ପର୍ଯ୍ୟନ୍ତ ସତର୍କ ସୂଚନା ଜାରି କଲା ପାଣିପାଗ ବିଭାଗ: କନ୍ଧମାଳ, ସମ୍ବଲପୁର, କଳାହାଣ୍ଡି, ରାୟଗଡ଼ା, ପୁରୀ, ମୟୂରଭଞ୍ଜ, କେନ୍ଦୁଝର ଓ ନୟାଗଡ଼ ଜିଲ୍ଲାକୁ ସତର୍କ ରହିବାକୁ ପରାମର୍ଶ