ନୂଆପଡ଼ା, ବଲାଙ୍ଗିର, ବରଗଡ଼, ସୋନପୁର, ବୌଦ୍ଧ, ସମ୍ବଲପୁର, ଝାରସୁଗୁଡ଼ା ଓ ଗଜପତି ଜିଲ୍ଲାକୁ ଆଞ୍ଚଳିକ ପାଣିପାଗ ବିଭାଗର ସତର୍କ ସୂଚନା: ସକାଳ ୮ଟା ୧୫ ପର୍ଯ୍ୟନ୍ତ ଏହି ଜିଲ୍ଲା ଗୁଡ଼ିକରେ ବଜ୍ରପାତ ସହ ବର୍ଷା ହେବାର ସମ୍ଭାବନା ରହିଛି

ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।