ବହ୍ମପୁର : ଗୋପାଳପୁର ଟାଟା ପ୍ରକଳ୍ପ ଗୋଦାମରେ ଅଗ୍ନିକାଣ୍ଡ । ଗ୍ୟାସ ଲିକ୍ ଯୋଗୁ ହୋଇଛି ଅଗ୍ନିକାଣ୍ଡ । ଏହି ଅଗ୍ନିକାଣ୍ଡରେ ୮ ଗରୁତର ହୋଇ ଡାକ୍ତରଖାନାରେ ଭର୍ତ୍ତି ।

ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।