ବାଚସ୍ପତିଙ୍କ ଅଧ୍ୟକ୍ଷତାରେ ସର୍ବଦଳୀୟ ବୈଠକ ଆରମ୍ଭ , ଯୋଗାଣ ମନ୍ତ୍ରୀ, ସଂସଦୀୟ ବ୍ୟାପାର ମନ୍ତ୍ରୀ, ବିରୋଧୀ ଦଳ ନେତା ଓ ବିରୋଧୀ ମୁଖ୍ୟ ସଚେତକ ଉପସ୍ଥିତ