ଭୁବନେଶ୍ୱର: ରାଜଭବନ ଛକ ନିକଟରେ ରାଜ୍ୟର ପ୍ରଥମ ମହିଳା ମୁଖ୍ୟମନ୍ତ୍ରୀ ନନ୍ଦିନୀ ଶତପଥୀଙ୍କ ପ୍ରତିମୂର୍ତ୍ତି ଉନ୍ମୋଚନ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ