ବିଶ୍ୱ ଖାଦ୍ୟ କାର୍ଯ୍ୟକ୍ରମ ଏବଂ ରାଜ୍ୟ ସରକାରଙ୍କ ମଧ୍ୟରେ ସହଯୋଗ ବୃଦ୍ଧି ନେଇ ମୁଖ୍ୟମନ୍ତ୍ରୀଙ୍କୁ ଭେଟିଛନ୍ତି ବିଶ୍ୱ ଖାଦ୍ୟ କାର୍ଯ୍ୟକ୍ରମର କାର୍ଯ୍ୟନିର୍ବାହୀ ନିର୍ଦ୍ଦେଶକ ଏର୍ଥାରିନ୍ କଜିନ୍