ବିଜେପି ବିଧାୟକ ଦଳ ନେତା ଚୟନ ପ୍ରସଙ୍ଗ: କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ କହିଲେ ଠିକ୍ ସମୟରେ ଏନେଇ ବିଜେପି କେନ୍ଦ୍ରୀୟ ସଂସଦୀୟ ବୋର୍ଡ ନିଷ୍ପତ୍ତି ନେବ