ଆସନ୍ତାକାଲିଠାରୁ ୫ ଦିନିଆ ଦିଲ୍ଲୀ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ,ଏପ୍ରିଲ୍ ୨୪ରେ ପ୍ରଧାନମନ୍ତ୍ରୀ ଡକାଇଥିବା ମୁଖ୍ୟମନ୍ତ୍ରୀଙ୍କ ସମ୍ମିଳନୀରେ ଯୋଗ ଦେବେ