ଖୋର୍ଦ୍ଧା: ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଅବସରପ୍ରାପ୍ତ ଆୟୁର୍ବେଦିକ ଡାକ୍ତର ସୁରେନ୍ଦ୍ର ଚନ୍ଦ୍ର ପ୍ରଧାନଙ୍କ ଭୁବନେଶ୍ୱର ଓ ନାଚୁଣୀ ନୟାକୋଟ ସ୍ଥିତ ଘରେ ଭିଜିଲାନ୍ସ ଚଢ଼ାଉ