ନବରଙ୍ଗପୁର: ପାପଡାହାଣ୍ଡି ବ୍ଲକ୍‌ କେନ୍ଦୁହୁଡା ଗାଁରେ ପୁଣି ଜଣେ ୩୪ ଦିନର ଶିଶୁ କନ୍ୟାକୁ ଚେଙ୍କ ଦିଆଯାଇଥିବା ଅଭିଯୋଗ, ଗୁରୁତର ଭାବେ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି