ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଗିରଫ ଖଣି ଅଧିକାରୀ ପ୍ରଫୁଲ୍ଲ ସେଠୀଙ୍କୁ ଆସନ୍ତାକାଲିଠାରୁ ୨ ଦିନିଆ ରିମାଣ୍ଡରେ ନେବ ଭିଜିଲାନ୍ସ, ଭୁବନେଶ୍ୱର ଭିଜିଲାନ୍ସ କୋର୍ଟ ଦେଲେ ଅନୁମତି