ସୋର: ଭାରରେ ଶବ ବୁହା ହେବା ଘଟଣାରେ ରେଳବାଇ ଆଇଜି ଏବଂ ବାଲେଶ୍ୱର ଜିଲ୍ଲାପାଳଙ୍କୁ ୪ ସପ୍ତାହ ମଧ୍ୟରେ ଜବାବ ଦାଖଲ କରିବାକୁ ରାଜ୍ୟ ମାନବାଧିକାର କମିଶନଙ୍କ ନୋଟିସ୍‌