ପ୍ରଧାନମନ୍ତ୍ରୀ ଜାତୀୟ ରିଲିଫ୍‌ ପାଣ୍ଠିରୁ ସମ୍‌ ହସ୍ପିଟାଲ ଅଗ୍ନିକାଣ୍ଡର ମୃତକଙ୍କ ପରିବାରକୁ ୨ ଲକ୍ଷ ଓ ଆହତଙ୍କୁ ୫୦ ହଜାର ଟଙ୍କାର ସହାୟତା ଘୋଷଣା