ଆଳୁ ପରେ ହୁ ହୁ ବଢୁଛି ପିଆଜ ଦର ! | Odisha Reporter
ଆଳୁ ପରେ ଏବେ ଉପରମୁହାଁ ହେଲାଣି ପିଆଜ । ଦିନେ ଦୁଇ ଦିନ ଭିତରେ ପିଆଜ ଦର କିଲୋ ପ୍ରତି ବଢ଼ିଲାଣି ୧୦ ଟଙ୍କା । ଏବେ ମାର୍କେଟରେ କିଲୋ ପ୍ରତି ପିଆଜ ୫୦ ଟଙ୍କାରେ ବିକ୍ରି ହେଉଛି। ଫଳରେ ଗ୍ରାହକଙ୍କ ମୁଣ୍ଡରେ ଚଡ଼କ ପଡ଼ିଲାଣି। ଏବେ ପରିବା ରେଟ୍ରେ ହାତ ମାରି ହେଉ ନ ଥିବା ବେଳେ ଆଳୁ, ପିଆଜ ରେଟ୍ ବି ଆକାଶଛୁଆଁ। ଦେଖନ୍ତୁ ପୂରା ରିପୋର୍ଟ ।
Advertisment
/odisha-reporter/media/agency_attachments/2025/09/10/2025-09-10t082211800z-640x480-or-sukant-rout-2025-09-10-13-52-11.png)
