ଭୁବନେଶ୍ୱର: ବିମୁଦ୍ରାକରଣର ୧୦ ଦିନ ପରେ ବି ଟଙ୍କାର ଅଭାବୀ ସ୍ଥିତି ସୁଧୁରି ନାହିଁ। ଏଟିଏମ୍ ଓ ବ୍ୟାଙ୍କରୁ ଟଙ୍କା ଉଠାଣ ଲାଗି ଏବେବି ଲୋକଙ୍କ ଲମ୍ବା ଲାଇନ୍ ଦେଖିବାକୁ ମିଳୁଛି। ତେବେ ଆଜିଠାରୁ ଏଟିଏମ୍ ଭଳି ପେଟ୍ରୋଲ୍ ପମ୍ପରେ ଥିବା ପିଓଏସସରୁ ମଧ୍ୟ ଗ୍ରାହକମାନେ ଦିନକୁ ୨୦୦୦ ଟଙ୍କା ପର୍ଯ୍ୟନ୍ତ ଉଠାଇପାରିବେ। ଏସବିଆଇ ଡେବିଟ୍ ଏବଂ କ୍ରେଡିଟ୍ କାର୍ଡ ଜରିଆରେ ଗ୍ରାହକମାନେ ଏଠାରୁ ଟଙ୍କା ଉଠାଇପାରିବେ ବୋଲି କେନ୍ଦ୍ର ସରକାରଙ୍କ ପକ୍ଷରୁ ଘୋଷଣା କରାଯାଇଛି।
ବ୍ୟାଙ୍କରେ ଆଜିଠୁ ନୂଆ ଟଙ୍କା ବଦଳ ନିୟମ ଲାଗୁ କରାଯାଇଛି। ଏଣିକି ଦିନକୁ ୨୦୦୦ ଟଙ୍କାର ପୁରୁଣା ୫୦୦ ଓ ୧୦୦୦ ଟଙ୍କା ନୋଟ୍ ବଦଳାଇ ହେବ। ପୂର୍ବରୁ ୪,୫୦୦ ଟଙ୍କାର ପୁରୁଣା ୫୦୦ ଓ ୧୦୦୦ ଟଙ୍କା ବଦଳା ଯାଉଥିଲା।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
National
ଆମେରିକା ଏଜେନ୍ସିର ଅଭିଯୋଗ, ୨୦୨୧ରେ ଜଗନ ରେଡ୍ଡୀଙ୍କୁ ଲାଞ୍ଚ ପ୍ରତିଶ୍ରୁତି ଦେଇଥିଲେ ଆଦାନୀ
ଆମେରିକାର ସିକ୍ୟୁରିଟି ଆଣ୍ଡ ଏକ୍ସଚେଞ୍ଜ କମିଶନ (SEC) ଏହି ଅଭିଯୋଗ ଆଣିଛି।
Business
ଦୋହଲିଲା ଆଦାନୀ ସାମ୍ରାଜ୍ୟ; ଶେଆର ବଜାରରେ ଦିନକରେ ୫ ଲକ୍ଷ ୩୫ ହଜାର କୋଟି ବୁଡ଼ିଲା
ଏହି ଘଟଣା ଆଦାନୀଙ୍କ ବ୍ୟବସାୟ ସାମ୍ରାଜ୍ୟକୁ ସମ୍ପୂର୍ଣ୍ଣ ଦୋହଲାଇ ଦେଇଥିବା ବେଳେ ଭାରତୀୟ ଶେଆର ବଜାରରେ ହୋଇଛି ପ୍ରଚଣ୍ଡ ବିସ୍ଫୋରଣ।
Business
ଆଦାନୀ ଲାଞ୍ଚ ମାମଲା: ଆମେରିକା ଅଭିଯୋଗ ତାଲିକାରେ ଅଛି ଓଡ଼ିଶା
ଗୌତମ ଆଦାନୀଙ୍କ ସମେତ ଭାରତର ଚାରିଟି ରାଜ୍ୟ ଏବଂ ଗୋଟିଏ କେନ୍ଦ୍ର ଶାସିତ ଅଞ୍ଚଳ ଆମେରିକା କୋର୍ଟଙ୍କ ଅଭିଯୋଗ ତାଲିକାରେ ଅଛି।
Business
ଆମେରିକା କୋର୍ଟଙ୍କ ଗିରଫ ୱାରେଣ୍ଟ ପରେ ପ୍ରତିକ୍ରିୟା ରଖିଲା ଆଦାନୀ ଗ୍ରୁପ୍
ଆମେରିକା କୋର୍ଟଙ୍କ ଗିରଫ ୱାରେଣ୍ଟ ପରେ ଆଦାନୀ ଗ୍ରୁପର ଷ୍ଟକ୍ ମୂଲ୍ୟ ହ୍ରାସ ପାଇଛି।
Business
ଇଣ୍ଡିଆ ଫୋର୍ବସ ତାଲିକାରେ ସ୍ଥାନ ପାଇଥିବା OTVକୁ ମିଳିଲା ସମ୍ମାନ
ଆଗାମୀ ଦିନରେ ବି ଏମିତି ଉପରେ ରହିବୁ ବୋଲି ଆଶା ଥିବା କହିଛନ୍ତି ଓଟିଭି ନେଟୱର୍କର ଏମ୍ଡି ଜଗି ମଙ୍ଗତ ପଣ୍ଡା।