ନୂଆଦିଲ୍ଲୀ: ଖୁବଶୀଘ୍ର ବଜାର ପ୍ରବେଶ କରିବାକୁ ଯାଉଛି Apple ‘iPad Air 3’। ଆସନ୍ତା ମାର୍ଚ୍ଚ ମାସରେ ଆକର୍ଷଣୀୟ ଦରରେ ଭାରତୀୟ ବଜାରରେ ଉପଲବ୍ଧ ହେବ। ଏହା ସହ ବିଭିନ୍ନ ଇ-କର୍ମସ ସାଇଟରେ ମଧ୍ୟ ଟ୍ୟାବଲେଟ୍ କାଟାଗୋରୀରେ ଉପଲବ୍ଧ ହେବ। ଏହାର ସ୍କ୍ରୀନ ସାଇଜ୍ ୯.୭ ଇଞ୍ଚ ରହିଛି। ୨୦୧୪ ଅକ୍ଟୋବରରେ iPad Air 2 ବଜାରକୁ ଆସିବା ପରେ ଏହି କମ୍ପାନୀ ‘iPad Air 3’ ନାଁରେ ଆଉ ଏକ ନୂଆ ଉତ୍ପାଦ ବଜାରକୁ ଛାଡିବାକୁ ଚାହୁଁଛି। iPad Air 2 ରେ ମିଳୁଥିବା ଅତ୍ୟାଧୁନିକ ସୁବିଧାର ହାୟର ଭର୍ସନ iPad Air 3’ରେ ଉପଲବ୍ଧ ହେବ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Business
ଆଦାନୀ ଗ୍ରୁପ୍ ଦାନକୁ ବି ନା; ୧୦୦ କୋଟି ଟଙ୍କା ଫେରାଇବେ ତେଲାଙ୍ଗାନା ସରକାର
ୟଙ୍ଗ ଇଣ୍ଡିଆ ସ୍କିଲ୍ସ ୟୁନିଭରସିଟି ପାଇଁ ଆଦାନୀ ଗ୍ରୁପ୍ ତେଲାଙ୍ଗାନାକୁ ୧୦୦କୋଟି ଟଙ୍କା ଦାନ କରିଥିଲେ।
National
ଆମେରିକା ଏଜେନ୍ସିର ଅଭିଯୋଗ, ୨୦୨୧ରେ ଜଗନ ରେଡ୍ଡୀଙ୍କୁ ଲାଞ୍ଚ ପ୍ରତିଶ୍ରୁତି ଦେଇଥିଲେ ଆଦାନୀ
ଆମେରିକାର ସିକ୍ୟୁରିଟି ଆଣ୍ଡ ଏକ୍ସଚେଞ୍ଜ କମିଶନ (SEC) ଏହି ଅଭିଯୋଗ ଆଣିଛି।
Business
ଦୋହଲିଲା ଆଦାନୀ ସାମ୍ରାଜ୍ୟ; ଶେଆର ବଜାରରେ ଦିନକରେ ୫ ଲକ୍ଷ ୩୫ ହଜାର କୋଟି ବୁଡ଼ିଲା
ଏହି ଘଟଣା ଆଦାନୀଙ୍କ ବ୍ୟବସାୟ ସାମ୍ରାଜ୍ୟକୁ ସମ୍ପୂର୍ଣ୍ଣ ଦୋହଲାଇ ଦେଇଥିବା ବେଳେ ଭାରତୀୟ ଶେଆର ବଜାରରେ ହୋଇଛି ପ୍ରଚଣ୍ଡ ବିସ୍ଫୋରଣ।
Business
ଆଦାନୀ ଲାଞ୍ଚ ମାମଲା: ଆମେରିକା ଅଭିଯୋଗ ତାଲିକାରେ ଅଛି ଓଡ଼ିଶା
ଗୌତମ ଆଦାନୀଙ୍କ ସମେତ ଭାରତର ଚାରିଟି ରାଜ୍ୟ ଏବଂ ଗୋଟିଏ କେନ୍ଦ୍ର ଶାସିତ ଅଞ୍ଚଳ ଆମେରିକା କୋର୍ଟଙ୍କ ଅଭିଯୋଗ ତାଲିକାରେ ଅଛି।
Business
ଆମେରିକା କୋର୍ଟଙ୍କ ଗିରଫ ୱାରେଣ୍ଟ ପରେ ପ୍ରତିକ୍ରିୟା ରଖିଲା ଆଦାନୀ ଗ୍ରୁପ୍
ଆମେରିକା କୋର୍ଟଙ୍କ ଗିରଫ ୱାରେଣ୍ଟ ପରେ ଆଦାନୀ ଗ୍ରୁପର ଷ୍ଟକ୍ ମୂଲ୍ୟ ହ୍ରାସ ପାଇଛି।