ନୂଆଦିଲ୍ଲୀ: ଅନ୍ତରାଷ୍ଟ୍ରୀୟ ବଜାରରେ ଅଶୋଧିତ ତୈଳ ଦରରେ ହ୍ରାସ ଘଟିଛି। ପେଟ୍ରୋଲିୟମ ଏବଂ ପ୍ରାକୃତିକ ଗ୍ୟାସ୍ ମନ୍ତ୍ରଣାଳୟର ପେଟ୍ରୋଲିୟମ ପ୍ଲାନିଂ ଏବଂ ବିଶ୍ଲେଷଣ ସେଲ୍ (ପିପିସିଏ) ଦ୍ୱାରା ସଦ୍ୟ ପ୍ରକାଶିତ ରିପୋର୍ଟରୁ ଜଣାପଡିଛି। ରିପୋର୍ଟ ଅନୁସାରେ ଅଶୋଧିତ ତୈଳ ବ୍ୟାରେଲ ପିଛା ୨୯.୨୪ ଡଲାରକୁ ହ୍ରାସ ପାଇଛି। ଗତ ୭ତାରିଖରେ ଏହା ୩୧.୩୩ ଡଲାର ରହିଥିଲା। ଭାରତୀୟ ମୁଦ୍ରା ଅନୁସାରେ ଏବେ ବ୍ୟାରେଲ ପିଛା ଟଙ୍କା ୧୯୫୬.୬୫ ରହିଛି। ଗତ ୬ତାରିଖରେ ଏହା ୨୦୯୦.୨୨ ଟଙ୍କା ରହିଥିଲା। ଏବେ ଆମେରିକୀୟ ଡଲାର ତୁଳନାରେ ଭାରତୀୟ ଟଙ୍କାର ମୂଲ୍ୟରେ ଅବମୂଲ୍ୟାୟନ ଘଟି ୬୬.୯୧ଟଙ୍କା ରହିଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Business
୨୦୨୫ରେ ଭାରତର GDP ଅଭିବୃଦ୍ଧି ୪ ବର୍ଷରେ ସର୍ବନିମ୍ନସ୍ତରରେ ପହଞ୍ଚିବ!
ପୂର୍ବ ଆର୍ଥିକ ବର୍ଷ ୨୦୨୩-୨୪ରେ ଭାରତର ଜିଡିପି ୮.୨ ପ୍ରତିଶତ ଥିଲା। ଯାହା ୨୦୨୫ ମାର୍ଚ୍ଚରେ ଶେଷ ହେବାକୁ ଯାଉଥିବା ଆର୍ଥିକ ବର୍ଷରେ ୬.୪ ପ୍ରତିଶତକୁ ଖସିବ ବୋଲି ଆକଳନ କରିଛି ଜାତୀୟ ପରିସଂଖ୍ୟାନ କାର୍ଯ୍ୟାଳୟ।
Business
ସୁନା ଭଳି ରୁପାରେ ମଧ୍ୟ ହଲମାର୍କିଂ!
ଗ୍ରାହକଙ୍କ ସ୍ୱାର୍ଥ ରକ୍ଷା ଲାଗି ବର୍ତ୍ତମାନ କେବଳ ସୁନା ଓ ସେଥିରେ ତିଆରି ଜିନିଷର ହଲମାର୍କିଂ ବାଧ୍ୟତାମୂଳକ କରାଯାଇଛି।
![Loka Seva Bhavan Loka Seva Bhavan](https://assets.odishareporter.in/uploadimage/library/16_9/16_9_3/IMAGE_1698843055.jpg)
Business
ରାଜ୍ୟ ବଜେଟ୍ ପ୍ରସ୍ତୁତି ପାଇଁ ସମସ୍ତଙ୍କ ମତାମତ ଲୋଡ଼ିଲା ଅର୍ଥ ବିଭାଗ
୨୦୨୫-୨୬ ଆର୍ଥିକ ବର୍ଷ ବଜେଟ୍ ପ୍ରସ୍ତୁତ ପାଇଁ ଅର୍ଥ ବିଭାଗ ଏକ ନିର୍ଦ୍ଦିଷ୍ଟ ଢାଂଚାରେ ଜନସାଧାରଣଙ୍କଠୁ ପରାମର୍ଶ ଆହ୍ୱାନ କରିଛନ୍ତି । ଯାହାକି ବଜେଟ୍ ଓଡ଼ିଶା ୱେବପୋର୍ଟାଲରେ ଉପଲବ୍ଧ ।
![Osamu Sujuki Osamu Sujuki](https://assets.odishareporter.in/uploadimage/library/16_9/16_9_3/IMAGE_1735308277.jpg)
Business
ସୁଜୁକି ମୋଟର କର୍ପୋରେସନର ପୂର୍ବତନ ଅଧ୍ୟକ୍ଷ ଓସାମୁ ସୁଜୁକିଙ୍କ ପରଲୋକ
ଓସାମୁ ସୁଜୁକିଙ୍କ ପରଲୋକରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦୁଃଖ ପ୍ରକାଶ କରିଛନ୍ତି।
![Income Tax Income Tax](https://assets.odishareporter.in/uploadimage/library/16_9/16_9_3/IMAGE_1735225390.jpg)
Business
୧୦.୫୦ ଲକ୍ଷ ଯାଏ ଆୟ କରୁଥିଲେ ଦେବାକୁ ପଡ଼ିପାରେ କମ ଟିକସ!
ଆସନ୍ତାବର୍ଷ ଫେବୃଆରୀ ୧ରେ କେନ୍ଦ୍ର ସରକାର ପୂର୍ଣ୍ଣାଙ୍ଗ ବଜେଟ ସଂସଦରେ ଉପସ୍ଥାପନ କରିବେ। ଏହି ସମୟରେ ନୂଆ ଟିକସ ବ୍ୟବସ୍ଥା ଆସିବାର ଯଥେଷ୍ଟ ସମ୍ଭାବନା ରହିଛି।