ଭୁବନେଶ୍ୱର: ବ୍ୟାଙ୍କିଙ୍ଗ କ୍ଷେତ୍ରରେ ଲୋକଙ୍କ ମଧ୍ୟରେ ସଚେତନତା ବୃଦ୍ଧି ପାଇଛି। ଫଳରେ ବ୍ୟାଙ୍କିଙ୍ଗ ଅମ୍ବୁଡସମ୍ୟାନ ଓଡ଼ିଶାରେ ଅଭିଯୋଗ ସଂଖ୍ୟା ବଢିବାରେ ଲାଗିଛି। ମଙ୍ଗଳବାର ଏହି ତଥ୍ୟ ଉପସ୍ଥାପନ କରିଛନ୍ତି ବ୍ୟାଙ୍କିଂ ଅମ୍ବୁଡସମ୍ୟାନ ଅନୁଷ୍ଠାନର ବିଜୟ କୁମାର ମିଶ୍ର । ସେ କହିଛନ୍ତି ଯେ, ଚଳିତ ଆର୍ଥିକ ବର୍ଷରେ ୬୩.୪ ପ୍ରତିଶତ ଅଭିଯୋଗ ସଂଖ୍ୟା ବୃଦ୍ଧି ପାଇଛି । ୨୦୧୩ ଆର୍ଥିକ ବର୍ଷରେ ଅଭିଯୋଗ ସଂଖ୍ୟା ୧୪୯୮ ଥିବାବେଳେ ୨୦୧୪-୧୫ରେ ୨୪୪୮ରେ ପହଞ୍ଚିଛି। ତେବେ ୯୯.୮ପ୍ରତିଶତ ଅଭିଯୋଗରୁ ଶୁଣାଣି କରି ସମାଧନ ହୋଇଥିବା ଏକ ସାମ୍ୱାଦିକ ସମ୍ମିଳନୀରେ ଅଫିସ ଅଫ ବ୍ୟାଙ୍କିଂ ଅମ୍ବୁଡସମ୍ୟାନ ବି.କେ. ମିଶ୍ର ସୂଚନା ଦେଇଛନ୍ତି। ବିଭିନ୍ନ ସଚେତନତା କାର୍ଯ୍ୟକ୍ରମ ଦ୍ୱାରା ବ୍ୟାଙ୍କିଂ ଅମ୍ୱଡସମ୍ୟାନରେ ସମାଧାନ ହୋଇପାରିଛି। ବିଭିନ୍ନ ବ୍ୟାଙ୍କ ସହ ଋଣ ଦେଣନେଣ,ଏଟିଏମ୍ ଓ ଡେବିଟ କାର୍ଡ ବ୍ୟବହାରକୁ ନେଇ ଦେଖାଦେଇଥିବା ସମସ୍ୟା ସମ୍ପର୍କରେ ଅଭିଯୋଗ ଆସିଥିଲା।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
National
ଆମେରିକା ଏଜେନ୍ସିର ଅଭିଯୋଗ, ୨୦୨୧ରେ ଜଗନ ରେଡ୍ଡୀଙ୍କୁ ଲାଞ୍ଚ ପ୍ରତିଶ୍ରୁତି ଦେଇଥିଲେ ଆଦାନୀ
ଆମେରିକାର ସିକ୍ୟୁରିଟି ଆଣ୍ଡ ଏକ୍ସଚେଞ୍ଜ କମିଶନ (SEC) ଏହି ଅଭିଯୋଗ ଆଣିଛି।
Business
ଦୋହଲିଲା ଆଦାନୀ ସାମ୍ରାଜ୍ୟ; ଶେଆର ବଜାରରେ ଦିନକରେ ୫ ଲକ୍ଷ ୩୫ ହଜାର କୋଟି ବୁଡ଼ିଲା
ଏହି ଘଟଣା ଆଦାନୀଙ୍କ ବ୍ୟବସାୟ ସାମ୍ରାଜ୍ୟକୁ ସମ୍ପୂର୍ଣ୍ଣ ଦୋହଲାଇ ଦେଇଥିବା ବେଳେ ଭାରତୀୟ ଶେଆର ବଜାରରେ ହୋଇଛି ପ୍ରଚଣ୍ଡ ବିସ୍ଫୋରଣ।
Business
ଆଦାନୀ ଲାଞ୍ଚ ମାମଲା: ଆମେରିକା ଅଭିଯୋଗ ତାଲିକାରେ ଅଛି ଓଡ଼ିଶା
ଗୌତମ ଆଦାନୀଙ୍କ ସମେତ ଭାରତର ଚାରିଟି ରାଜ୍ୟ ଏବଂ ଗୋଟିଏ କେନ୍ଦ୍ର ଶାସିତ ଅଞ୍ଚଳ ଆମେରିକା କୋର୍ଟଙ୍କ ଅଭିଯୋଗ ତାଲିକାରେ ଅଛି।
Business
ଆମେରିକା କୋର୍ଟଙ୍କ ଗିରଫ ୱାରେଣ୍ଟ ପରେ ପ୍ରତିକ୍ରିୟା ରଖିଲା ଆଦାନୀ ଗ୍ରୁପ୍
ଆମେରିକା କୋର୍ଟଙ୍କ ଗିରଫ ୱାରେଣ୍ଟ ପରେ ଆଦାନୀ ଗ୍ରୁପର ଷ୍ଟକ୍ ମୂଲ୍ୟ ହ୍ରାସ ପାଇଛି।
Business
ଇଣ୍ଡିଆ ଫୋର୍ବସ ତାଲିକାରେ ସ୍ଥାନ ପାଇଥିବା OTVକୁ ମିଳିଲା ସମ୍ମାନ
ଆଗାମୀ ଦିନରେ ବି ଏମିତି ଉପରେ ରହିବୁ ବୋଲି ଆଶା ଥିବା କହିଛନ୍ତି ଓଟିଭି ନେଟୱର୍କର ଏମ୍ଡି ଜଗି ମଙ୍ଗତ ପଣ୍ଡା।