ଭୁବନେଶ୍ୱର: ଆଜିଠାରୁ ଭୁବନେଶ୍ୱର ଓ କଟକରେ ଥିବା ଏଟିଏମ୍ରେ ନୂଆ ୫୦୦ ଟଙ୍କିଆ ନୋଟ୍ ଉପଲବ୍ଧ ହେଉଛି। ନୂଆ ୫୦୦ ଟଙ୍କିଆ ନୋଟ୍ ମିଳିବା ପରେ ଗ୍ରାହକଙ୍କୁ ଆସ୍ୱସ୍ତି ମିଳିଛି। ଏହା ଦ୍ୱାରା କିଛି ମାତ୍ରାରେ ଖୁଚୁରା ସମସ୍ୟା ଦୂର ହେବ ବୋଲି ଆଶା କରାଯାଉଛି।
ଆଜି ଏଟିଏମ୍ରୁ ନୂଆ ୫୦୦ ଟଙ୍କିଆ ନୋଟ୍ ସଂଗ୍ରହ କରିବା ପାଇଁ ଗ୍ରାହକଙ୍କ ମଧ୍ୟରେ ବେଶ୍ ଉତ୍ସାହ ଦେଖିବାକୁ ମିଳିଥିଲା। ଏବେ ଏଟିଏମ୍ କାଉଣ୍ଟରରେ ୧୦୦, ୫୦୦ ଓ ୨୦୦୦ ଟଙ୍କିଆ ନୋଟ୍ ମିଳୁଛି।
ଅନ୍ୟପକ୍ଷରେ ପୁରୁଣା ନୋଟ୍ ବଦଳାଇଲା ବେଳେ ଆଙ୍ଗୁଠିରେ ଲାଗାଇବାକୁ ଥିବା କାଳି କଟକର କୌଣସି ବ୍ୟାଙ୍କକୁ ଆସିନି। ତେଣୁ ପୁରୁଣା ପଦ୍ଧତିରେ ନୋଟ୍ ବଦଳା ଯାଉଥିବା ଦେଖିବାକୁ ମିଳିଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Business
୨୦୨୫ରେ ଭାରତର GDP ଅଭିବୃଦ୍ଧି ୪ ବର୍ଷରେ ସର୍ବନିମ୍ନସ୍ତରରେ ପହଞ୍ଚିବ!
ପୂର୍ବ ଆର୍ଥିକ ବର୍ଷ ୨୦୨୩-୨୪ରେ ଭାରତର ଜିଡିପି ୮.୨ ପ୍ରତିଶତ ଥିଲା। ଯାହା ୨୦୨୫ ମାର୍ଚ୍ଚରେ ଶେଷ ହେବାକୁ ଯାଉଥିବା ଆର୍ଥିକ ବର୍ଷରେ ୬.୪ ପ୍ରତିଶତକୁ ଖସିବ ବୋଲି ଆକଳନ କରିଛି ଜାତୀୟ ପରିସଂଖ୍ୟାନ କାର୍ଯ୍ୟାଳୟ।
Business
ସୁନା ଭଳି ରୁପାରେ ମଧ୍ୟ ହଲମାର୍କିଂ!
ଗ୍ରାହକଙ୍କ ସ୍ୱାର୍ଥ ରକ୍ଷା ଲାଗି ବର୍ତ୍ତମାନ କେବଳ ସୁନା ଓ ସେଥିରେ ତିଆରି ଜିନିଷର ହଲମାର୍କିଂ ବାଧ୍ୟତାମୂଳକ କରାଯାଇଛି।
Business
ରାଜ୍ୟ ବଜେଟ୍ ପ୍ରସ୍ତୁତି ପାଇଁ ସମସ୍ତଙ୍କ ମତାମତ ଲୋଡ଼ିଲା ଅର୍ଥ ବିଭାଗ
୨୦୨୫-୨୬ ଆର୍ଥିକ ବର୍ଷ ବଜେଟ୍ ପ୍ରସ୍ତୁତ ପାଇଁ ଅର୍ଥ ବିଭାଗ ଏକ ନିର୍ଦ୍ଦିଷ୍ଟ ଢାଂଚାରେ ଜନସାଧାରଣଙ୍କଠୁ ପରାମର୍ଶ ଆହ୍ୱାନ କରିଛନ୍ତି । ଯାହାକି ବଜେଟ୍ ଓଡ଼ିଶା ୱେବପୋର୍ଟାଲରେ ଉପଲବ୍ଧ ।
Business
ସୁଜୁକି ମୋଟର କର୍ପୋରେସନର ପୂର୍ବତନ ଅଧ୍ୟକ୍ଷ ଓସାମୁ ସୁଜୁକିଙ୍କ ପରଲୋକ
ଓସାମୁ ସୁଜୁକିଙ୍କ ପରଲୋକରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦୁଃଖ ପ୍ରକାଶ କରିଛନ୍ତି।
Business
୧୦.୫୦ ଲକ୍ଷ ଯାଏ ଆୟ କରୁଥିଲେ ଦେବାକୁ ପଡ଼ିପାରେ କମ ଟିକସ!
ଆସନ୍ତାବର୍ଷ ଫେବୃଆରୀ ୧ରେ କେନ୍ଦ୍ର ସରକାର ପୂର୍ଣ୍ଣାଙ୍ଗ ବଜେଟ ସଂସଦରେ ଉପସ୍ଥାପନ କରିବେ। ଏହି ସମୟରେ ନୂଆ ଟିକସ ବ୍ୟବସ୍ଥା ଆସିବାର ଯଥେଷ୍ଟ ସମ୍ଭାବନା ରହିଛି।