ଭୁବନେଶ୍ୱର: ଭୁବନେଶ୍ୱରରେ ଆସନ୍ତାକାଲି ଫେଡେରସନ୍ ଅଫ୍ ହୋଟେଲ୍ ଆଣ୍ଡ ରେଷ୍ଟୁରାଣ୍ଟ ଆସୋସିଏସନର ସୁବର୍ଣ୍ଣ ଜୟନ୍ତୀ ଉତ୍ସବ ଆୟୋଜିତ ହେବାକୁ ଯାଉଛି । ଆସନ୍ତା ୨୫ରୁ ୨୭ ତାରିଖ ପର୍ଯ୍ୟନ୍ତ ଆୟୋଜିତ ଏହି ଉତ୍ସବକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଉଦଘାଟନ କରିବାର କାର୍ଯ୍ୟକ୍ରମ ରହିଛି। ଏହି ମେଗା ଇଭେଣ୍ଟରେ ସାରାଦେଶରୁ ୧୨ଶହରୁ ଅଧିକ ପ୍ରତିନିଧି ଯୋଗ ଦେବେ। ରାଜ୍ୟ ପର୍ଯ୍ୟଟନ ବିଭାଗ, ବିଏମସି ଓ ବିଡିଏ ସହଯୋଗରେ ଆୟୋଜିତ ଏଫ୍ଏଚ୍ଆରଏଆଇର ଏହି ତିନିଦିନିଆ ଉତ୍ସବ ପାଇଁ ରାଜ୍ୟ ସରକାର ପ୍ରାୟ ଦେଢ କୋଟି ଟଙ୍କା ଖର୍ଚ୍ଚ କରିବେ। ଭୁବନେଶ୍ୱରରେ ଆୟୋଜିତ ଏକ ସାମ୍ୱାଦିକ ସମ୍ମିଳନୀରେ ରାଜ୍ୟ ସଂସ୍କୃତି ଓ ପର୍ଯ୍ୟଟନ ମନ୍ତ୍ରୀ ଏହି ସୂଚନା ଦେଇଛନ୍ତି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
National
ଆମେରିକା ଏଜେନ୍ସିର ଅଭିଯୋଗ, ୨୦୨୧ରେ ଜଗନ ରେଡ୍ଡୀଙ୍କୁ ଲାଞ୍ଚ ପ୍ରତିଶ୍ରୁତି ଦେଇଥିଲେ ଆଦାନୀ
ଆମେରିକାର ସିକ୍ୟୁରିଟି ଆଣ୍ଡ ଏକ୍ସଚେଞ୍ଜ କମିଶନ (SEC) ଏହି ଅଭିଯୋଗ ଆଣିଛି।
Business
ଦୋହଲିଲା ଆଦାନୀ ସାମ୍ରାଜ୍ୟ; ଶେଆର ବଜାରରେ ଦିନକରେ ୫ ଲକ୍ଷ ୩୫ ହଜାର କୋଟି ବୁଡ଼ିଲା
ଏହି ଘଟଣା ଆଦାନୀଙ୍କ ବ୍ୟବସାୟ ସାମ୍ରାଜ୍ୟକୁ ସମ୍ପୂର୍ଣ୍ଣ ଦୋହଲାଇ ଦେଇଥିବା ବେଳେ ଭାରତୀୟ ଶେଆର ବଜାରରେ ହୋଇଛି ପ୍ରଚଣ୍ଡ ବିସ୍ଫୋରଣ।
Business
ଆଦାନୀ ଲାଞ୍ଚ ମାମଲା: ଆମେରିକା ଅଭିଯୋଗ ତାଲିକାରେ ଅଛି ଓଡ଼ିଶା
ଗୌତମ ଆଦାନୀଙ୍କ ସମେତ ଭାରତର ଚାରିଟି ରାଜ୍ୟ ଏବଂ ଗୋଟିଏ କେନ୍ଦ୍ର ଶାସିତ ଅଞ୍ଚଳ ଆମେରିକା କୋର୍ଟଙ୍କ ଅଭିଯୋଗ ତାଲିକାରେ ଅଛି।
Business
ଆମେରିକା କୋର୍ଟଙ୍କ ଗିରଫ ୱାରେଣ୍ଟ ପରେ ପ୍ରତିକ୍ରିୟା ରଖିଲା ଆଦାନୀ ଗ୍ରୁପ୍
ଆମେରିକା କୋର୍ଟଙ୍କ ଗିରଫ ୱାରେଣ୍ଟ ପରେ ଆଦାନୀ ଗ୍ରୁପର ଷ୍ଟକ୍ ମୂଲ୍ୟ ହ୍ରାସ ପାଇଛି।
Business
ଇଣ୍ଡିଆ ଫୋର୍ବସ ତାଲିକାରେ ସ୍ଥାନ ପାଇଥିବା OTVକୁ ମିଳିଲା ସମ୍ମାନ
ଆଗାମୀ ଦିନରେ ବି ଏମିତି ଉପରେ ରହିବୁ ବୋଲି ଆଶା ଥିବା କହିଛନ୍ତି ଓଟିଭି ନେଟୱର୍କର ଏମ୍ଡି ଜଗି ମଙ୍ଗତ ପଣ୍ଡା।