ଭୁବନେଶ୍ୱର: ଆସନ୍ତାକାଲି ଫେଡେରସନ୍ ଅଫ୍ ହୋଟେଲ୍ ଆଣ୍ଡ ରେଷ୍ଟୁରାଣ୍ଟ ଆସୋସିଏସନର ସୁବର୍ଣ୍ଣ ଜୟନ୍ତୀ ଉତ୍ସବ

ଭୁବନେଶ୍ୱର: ଭୁବନେଶ୍ୱରରେ ଆସନ୍ତାକାଲି ଫେଡେରସନ୍ ଅଫ୍ ହୋଟେଲ୍ ଆଣ୍ଡ ରେଷ୍ଟୁରାଣ୍ଟ ଆସୋସିଏସନର ସୁବର୍ଣ୍ଣ ଜୟନ୍ତୀ ଉତ୍ସବ ଆୟୋଜିତ ହେବାକୁ ଯାଉଛି । ଆସନ୍ତା ୨୫ରୁ ୨୭ ତାରିଖ ପର୍ଯ୍ୟନ୍ତ ଆୟୋଜିତ ଏହି ଉତ୍ସବକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଉଦଘାଟନ କରିବାର କାର୍ଯ୍ୟକ୍ରମ ରହିଛି। ଏହି ମେଗା ଇଭେଣ୍ଟରେ ସାରାଦେଶରୁ ୧୨ଶହରୁ ଅଧିକ ପ୍ରତିନିଧି ଯୋଗ ଦେବେ। ରାଜ୍ୟ ପର୍ଯ୍ୟଟନ ବିଭାଗ, ବିଏମସି ଓ ବିଡିଏ ସହଯୋଗରେ ଆୟୋଜିତ ଏଫ୍ଏଚ୍ଆରଏଆଇର ଏହି ତିନିଦିନିଆ ଉତ୍ସବ ପାଇଁ ରାଜ୍ୟ ସରକାର […]

bhubanswer

bhubanswer

Rakesh Mallick
  • Published: Thursday, 24 September 2015
  • Updated: 24 September 2015, 11:11 AM IST

Sports

Latest News

ଭୁବନେଶ୍ୱର: ଭୁବନେଶ୍ୱରରେ ଆସନ୍ତାକାଲି ଫେଡେରସନ୍ ଅଫ୍ ହୋଟେଲ୍ ଆଣ୍ଡ ରେଷ୍ଟୁରାଣ୍ଟ ଆସୋସିଏସନର ସୁବର୍ଣ୍ଣ ଜୟନ୍ତୀ ଉତ୍ସବ ଆୟୋଜିତ ହେବାକୁ ଯାଉଛି । ଆସନ୍ତା ୨୫ରୁ ୨୭ ତାରିଖ ପର୍ଯ୍ୟନ୍ତ ଆୟୋଜିତ ଏହି ଉତ୍ସବକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଉଦଘାଟନ କରିବାର କାର୍ଯ୍ୟକ୍ରମ ରହିଛି। ଏହି ମେଗା ଇଭେଣ୍ଟରେ ସାରାଦେଶରୁ ୧୨ଶହରୁ ଅଧିକ ପ୍ରତିନିଧି ଯୋଗ ଦେବେ। ରାଜ୍ୟ ପର୍ଯ୍ୟଟନ ବିଭାଗ, ବିଏମସି ଓ ବିଡିଏ ସହଯୋଗରେ ଆୟୋଜିତ ଏଫ୍ଏଚ୍ଆରଏଆଇର ଏହି ତିନିଦିନିଆ ଉତ୍ସବ ପାଇଁ ରାଜ୍ୟ ସରକାର ପ୍ରାୟ ଦେଢ କୋଟି ଟଙ୍କା ଖର୍ଚ୍ଚ କରିବେ। ଭୁବନେଶ୍ୱରରେ ଆୟୋଜିତ ଏକ ସାମ୍ୱାଦିକ ସମ୍ମିଳନୀରେ ରାଜ୍ୟ ସଂସ୍କୃତି ଓ ପର୍ଯ୍ୟଟନ ମନ୍ତ୍ରୀ ଏହି ସୂଚନା ଦେଇଛନ୍ତି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos