ଭୁବନେଶ୍ୱର: ଭାରତୀୟ ଷ୍ଟେଟ ବ୍ୟାଙ୍କ ମୁଖ୍ୟ ଶାଖାରେ ପ୍ରପର୍ଟି ଏକ୍ସପୋ ଆରମ୍ଭ ହୋଇଛି। ଏଥିରେ ୬୦ଟି ରିଅଲଇଷ୍ଟେଟ କମ୍ପାନୀଙ୍କ ଷ୍ଟଲ ଲାଗିଛି। ପ୍ରଦର୍ଶନୀରେ ରାଜଧାନୀରେ ଫ୍ଲାଟ୍ ଓ ଡୁପ୍ଲେକ୍ସ କିଣିବାକୁ ଲକ୍ଷ୍ୟ ରଖିଥିବା ଲୋକମାନେ କିପରି ନିଜ ପସନ୍ଦର ଘର କିଣିପାରିବେ ସେ ନେଇ ସୂଚନା ଦିଆଯାଉଛି। ଏକ୍ସପୋକୁ ଭୁବନେଶ୍ୱର ମେୟର ଉଦଘାଟନ କରିଥିଲେ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Business
ଆଦାନୀ ଗ୍ରୁପ୍ ଦାନକୁ ବି ନା; ୧୦୦ କୋଟି ଟଙ୍କା ଫେରାଇବେ ତେଲାଙ୍ଗାନା ସରକାର
ୟଙ୍ଗ ଇଣ୍ଡିଆ ସ୍କିଲ୍ସ ୟୁନିଭରସିଟି ପାଇଁ ଆଦାନୀ ଗ୍ରୁପ୍ ତେଲାଙ୍ଗାନାକୁ ୧୦୦କୋଟି ଟଙ୍କା ଦାନ କରିଥିଲେ।
National
ଆମେରିକା ଏଜେନ୍ସିର ଅଭିଯୋଗ, ୨୦୨୧ରେ ଜଗନ ରେଡ୍ଡୀଙ୍କୁ ଲାଞ୍ଚ ପ୍ରତିଶ୍ରୁତି ଦେଇଥିଲେ ଆଦାନୀ
ଆମେରିକାର ସିକ୍ୟୁରିଟି ଆଣ୍ଡ ଏକ୍ସଚେଞ୍ଜ କମିଶନ (SEC) ଏହି ଅଭିଯୋଗ ଆଣିଛି।
Business
ଦୋହଲିଲା ଆଦାନୀ ସାମ୍ରାଜ୍ୟ; ଶେଆର ବଜାରରେ ଦିନକରେ ୫ ଲକ୍ଷ ୩୫ ହଜାର କୋଟି ବୁଡ଼ିଲା
ଏହି ଘଟଣା ଆଦାନୀଙ୍କ ବ୍ୟବସାୟ ସାମ୍ରାଜ୍ୟକୁ ସମ୍ପୂର୍ଣ୍ଣ ଦୋହଲାଇ ଦେଇଥିବା ବେଳେ ଭାରତୀୟ ଶେଆର ବଜାରରେ ହୋଇଛି ପ୍ରଚଣ୍ଡ ବିସ୍ଫୋରଣ।
Business
ଆଦାନୀ ଲାଞ୍ଚ ମାମଲା: ଆମେରିକା ଅଭିଯୋଗ ତାଲିକାରେ ଅଛି ଓଡ଼ିଶା
ଗୌତମ ଆଦାନୀଙ୍କ ସମେତ ଭାରତର ଚାରିଟି ରାଜ୍ୟ ଏବଂ ଗୋଟିଏ କେନ୍ଦ୍ର ଶାସିତ ଅଞ୍ଚଳ ଆମେରିକା କୋର୍ଟଙ୍କ ଅଭିଯୋଗ ତାଲିକାରେ ଅଛି।
Business
ଆମେରିକା କୋର୍ଟଙ୍କ ଗିରଫ ୱାରେଣ୍ଟ ପରେ ପ୍ରତିକ୍ରିୟା ରଖିଲା ଆଦାନୀ ଗ୍ରୁପ୍
ଆମେରିକା କୋର୍ଟଙ୍କ ଗିରଫ ୱାରେଣ୍ଟ ପରେ ଆଦାନୀ ଗ୍ରୁପର ଷ୍ଟକ୍ ମୂଲ୍ୟ ହ୍ରାସ ପାଇଛି।