ଭୁବନେଶ୍ୱର: ଭୁବନେଶ୍ୱର ଇଡ୍କୋ ପ୍ରଦର୍ଶନୀ ପଡ଼ିଆରେ ଆଜିଠାରୁ ଆରମ୍ଭ ହୋଇଛି ଓଡ଼ିଶା ଏମ୍ଏସ୍ଏମ୍ଇ ଟ୍ରେଡ୍ ଫେୟାର। ଅଣୁ, କ୍ଷୁଦ୍ର ଓ ମଧ୍ୟମ ଉଦ୍ୟୋଗ ବିଭାଗ ପକ୍ଷରୁ ଆୟୋଜିତ ଏହି ବାଣିଜ୍ୟ ମେଳାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଉଦ୍ଘାଟନ କରିଛନ୍ତି।
ଆସନ୍ତା ୧୦ ତାରିଖ ପର୍ଯ୍ୟନ୍ତ ଚାଲିବାକୁ ଥିବା ଟ୍ରଡ୍ ଫେୟାରରେ ଖାଦ୍ୟ ପ୍ରକ୍ରିୟାକରଣ ଓ ପ୍ୟାକେଜିଂ, ଇଞ୍ଜିନିୟରିଂ, ପ୍ଲାଷ୍ଟିକ୍ ଓ କେମିକାଲ, ରପ୍ତାନୀ, ମହିଳା ଉଦ୍ୟୋଗୀ, ବ୍ୟାଙ୍କିଂ ଆଦି କ୍ଷେତ୍ରରୁ ୩୦୦ ଜଣ ଉଦ୍ୟୋଗୀ ଭାଗ ନେଇଛନ୍ତି। ଏଥିସହ ଆଇଟିସି, ଇଲେକ୍ଟ୍ରୋନିକ୍ସ, ଶକ୍ତି, ବାୟୋ ଟେକ୍ନୋଲୋଜି, ପର୍ଯ୍ୟଟନ, ହସ୍ତଶିଳ୍ପ ଓ ହସ୍ତତନ୍ତ କ୍ଷେତ୍ରରେ ୫୦ରୁ ଅଧିକ ଷ୍ଟାର୍ଟ ଅପ୍ ମଧ୍ୟ ଯୋଗ ଦେଇଛନ୍ତି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Business
୨୦୨୫ରେ ଭାରତର GDP ଅଭିବୃଦ୍ଧି ୪ ବର୍ଷରେ ସର୍ବନିମ୍ନସ୍ତରରେ ପହଞ୍ଚିବ!
ପୂର୍ବ ଆର୍ଥିକ ବର୍ଷ ୨୦୨୩-୨୪ରେ ଭାରତର ଜିଡିପି ୮.୨ ପ୍ରତିଶତ ଥିଲା। ଯାହା ୨୦୨୫ ମାର୍ଚ୍ଚରେ ଶେଷ ହେବାକୁ ଯାଉଥିବା ଆର୍ଥିକ ବର୍ଷରେ ୬.୪ ପ୍ରତିଶତକୁ ଖସିବ ବୋଲି ଆକଳନ କରିଛି ଜାତୀୟ ପରିସଂଖ୍ୟାନ କାର୍ଯ୍ୟାଳୟ।
Business
ସୁନା ଭଳି ରୁପାରେ ମଧ୍ୟ ହଲମାର୍କିଂ!
ଗ୍ରାହକଙ୍କ ସ୍ୱାର୍ଥ ରକ୍ଷା ଲାଗି ବର୍ତ୍ତମାନ କେବଳ ସୁନା ଓ ସେଥିରେ ତିଆରି ଜିନିଷର ହଲମାର୍କିଂ ବାଧ୍ୟତାମୂଳକ କରାଯାଇଛି।
Business
ରାଜ୍ୟ ବଜେଟ୍ ପ୍ରସ୍ତୁତି ପାଇଁ ସମସ୍ତଙ୍କ ମତାମତ ଲୋଡ଼ିଲା ଅର୍ଥ ବିଭାଗ
୨୦୨୫-୨୬ ଆର୍ଥିକ ବର୍ଷ ବଜେଟ୍ ପ୍ରସ୍ତୁତ ପାଇଁ ଅର୍ଥ ବିଭାଗ ଏକ ନିର୍ଦ୍ଦିଷ୍ଟ ଢାଂଚାରେ ଜନସାଧାରଣଙ୍କଠୁ ପରାମର୍ଶ ଆହ୍ୱାନ କରିଛନ୍ତି । ଯାହାକି ବଜେଟ୍ ଓଡ଼ିଶା ୱେବପୋର୍ଟାଲରେ ଉପଲବ୍ଧ ।
Business
ସୁଜୁକି ମୋଟର କର୍ପୋରେସନର ପୂର୍ବତନ ଅଧ୍ୟକ୍ଷ ଓସାମୁ ସୁଜୁକିଙ୍କ ପରଲୋକ
ଓସାମୁ ସୁଜୁକିଙ୍କ ପରଲୋକରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦୁଃଖ ପ୍ରକାଶ କରିଛନ୍ତି।
Business
୧୦.୫୦ ଲକ୍ଷ ଯାଏ ଆୟ କରୁଥିଲେ ଦେବାକୁ ପଡ଼ିପାରେ କମ ଟିକସ!
ଆସନ୍ତାବର୍ଷ ଫେବୃଆରୀ ୧ରେ କେନ୍ଦ୍ର ସରକାର ପୂର୍ଣ୍ଣାଙ୍ଗ ବଜେଟ ସଂସଦରେ ଉପସ୍ଥାପନ କରିବେ। ଏହି ସମୟରେ ନୂଆ ଟିକସ ବ୍ୟବସ୍ଥା ଆସିବାର ଯଥେଷ୍ଟ ସମ୍ଭାବନା ରହିଛି।