ଭୁବନେଶ୍ୱର: ଭୁବନେଶ୍ୱରରେ ଆଜିଠାରୁ ଆରମ୍ଭ ହୋଇଛି ସିଲ୍କ ଇଣ୍ଡିଆ ଏକ୍ସପୋ । ଏକ ତାରକା ହୋଟେଲରେ ଆରମ୍ଭ ହୋଇଥିବା ଏହି ଏକ୍ସପୋ ଆସନ୍ତା ୯ତାରିଖ ପର୍ଯ୍ୟନ୍ତ ଚାଲିବ। ଓଲିଉଡ ଅଭିନେତ୍ରୀ ପିଙ୍କି ପ୍ରଧାନ ଏହାକୁ ଉଦଘାଟନ କରିଥିଲେ। ୧୮ଟି ରାଜ୍ୟର ପ୍ରସିଦ୍ଧ ସିଲ୍କ ଶାଢୀର ୮୦ଟି ଷ୍ଟଲ ଏଥିରେ ଖୋଳାଯାଇଛି। ଏଠାରେ ସବୁ ଡିଜାଇନର ଶାଢୀ ଉପଲବ୍ଧ ରହିଛି। ଆସନ୍ତା ଦଶହରା ଓ ପୂଜାକୁ ଆଖିଆଗରେ ରଖି ଏହି ଏକ୍ସପୋ ଖେଳାଯାଇଥିବା ଆର୍ଟିଜାନ ଆଣ୍ଡ ଉଇଭର୍ସ ବେଲଫେୟ୍ୟାର ଆସୋସିଏଶନ ପକ୍ଷରକୁ ଏହି ସୂଚନା ଦିଆଯାଇଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Business
ରାଜ୍ୟ ବଜେଟ୍ ପ୍ରସ୍ତୁତି ପାଇଁ ସମସ୍ତଙ୍କ ମତାମତ ଲୋଡ଼ିଲା ଅର୍ଥ ବିଭାଗ
୨୦୨୫-୨୬ ଆର୍ଥିକ ବର୍ଷ ବଜେଟ୍ ପ୍ରସ୍ତୁତ ପାଇଁ ଅର୍ଥ ବିଭାଗ ଏକ ନିର୍ଦ୍ଦିଷ୍ଟ ଢାଂଚାରେ ଜନସାଧାରଣଙ୍କଠୁ ପରାମର୍ଶ ଆହ୍ୱାନ କରିଛନ୍ତି । ଯାହାକି ବଜେଟ୍ ଓଡ଼ିଶା ୱେବପୋର୍ଟାଲରେ ଉପଲବ୍ଧ ।
Business
ସୁଜୁକି ମୋଟର କର୍ପୋରେସନର ପୂର୍ବତନ ଅଧ୍ୟକ୍ଷ ଓସାମୁ ସୁଜୁକିଙ୍କ ପରଲୋକ
ଓସାମୁ ସୁଜୁକିଙ୍କ ପରଲୋକରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦୁଃଖ ପ୍ରକାଶ କରିଛନ୍ତି।
Business
୧୦.୫୦ ଲକ୍ଷ ଯାଏ ଆୟ କରୁଥିଲେ ଦେବାକୁ ପଡ଼ିପାରେ କମ ଟିକସ!
ଆସନ୍ତାବର୍ଷ ଫେବୃଆରୀ ୧ରେ କେନ୍ଦ୍ର ସରକାର ପୂର୍ଣ୍ଣାଙ୍ଗ ବଜେଟ ସଂସଦରେ ଉପସ୍ଥାପନ କରିବେ। ଏହି ସମୟରେ ନୂଆ ଟିକସ ବ୍ୟବସ୍ଥା ଆସିବାର ଯଥେଷ୍ଟ ସମ୍ଭାବନା ରହିଛି।
Business
ଟାରିଫ୍ ନିୟମରେ ସଂଶୋଧନ, ଫେରିବ ୧୦ ଟଙ୍କିଆ ରିଚାର୍ଜ କୁପନ୍
ଟେଲିକମ୍ କମ୍ପାନୀମାନଙ୍କୁ ଅତି କମରେ ୧୦ ଟଙ୍କିଆ ଟପ୍ ଅପ୍ ରିଚାର୍ଜ ଭାଉଚର ରଖିବାକୁ ପଡ଼ିବ।
Business
ପ୍ରାକ୍ ବଜେଟ୍ ପ୍ରସ୍ତୁତି ବୈଠକରେ ୯ଟି ଦାବି ରଖିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
ଗୋପାଳପୁରରେ ସ୍ୱତନ୍ତ୍ର ଅର୍ଥନୈତିକ କରିଡର ଏବଂ ଝାରସୁଗୁଡ଼ାରେ ଇଣ୍ଡଷ୍ଟ୍ରିଆଲ ଟାଉନଶିପ୍ ପାଇଁ ଦାବି କରିଛନ୍ତି ମୁଖ୍ୟମନ୍ତ୍ରୀ।