ଭୁବନେଶ୍ୱର: ଭୁବନେଶ୍ୱରରେ ଲଘୁ ଉଦ୍ୟୋଗ ଭାରତୀର ରାଷ୍ଟ୍ରୀୟ କର୍ମଶାଳା ଅନୁଷ୍ଠିତ ହୋଇଯାଇଛି। ଏହି କର୍ମଶାଳାରେ ଲଘୁ ଉଦ୍ୟୋଗ ଭାରତୀ ପକ୍ଷରୁ କେନ୍ଦ୍ର ସରକାର ଓ ରାଜ୍ୟ ସରକାରଙ୍କ ଏମ୍ଏସ୍ଏମ୍ଇ ବିଭାଗକୁ ବିଭିନ୍ନ ଦାବି ନେଇ ସ୍ମାରକପତ୍ର ପ୍ରଦାନ କରିଥିଲେ। ରାଜ୍ୟ ଏମ୍ଏସ୍ଏମ୍ଇ ମନ୍ତ୍ରୀ ଯୋଗେନ୍ଦ୍ର ବେହେରା କର୍ମଶାଳାରେ ମୁଖ୍ୟଅତିଥି ଭାବେ ଯୋଗଦେଇ ରାଜ୍ୟ ସରକାର କ୍ଷୁଦ୍ରଶିଳ୍ପ ଓ ମଧ୍ୟ ଶିଳ୍ପ ଉଦ୍ୟୋଗୀମାନଙ୍କ ସହ ଆଲୋଚନା କରି ସାହାଯ୍ୟ ସହଯୋଗ ଯୋଗାଇ ଦେବାକୁ ପ୍ରସ୍ତୁତ ବୋଲି କହିଥିଲେ।
କେନ୍ଦ୍ର ସରକାରଙ୍କ ଏମ୍ଏସ୍ଏମ୍ଇ ମନ୍ତ୍ରୀ କଲରାଜ ମିଶ୍ର କହିଛନ୍ତି, କ୍ଷୁଦ୍ରଶିଳ୍ପ ଓ ମଧ୍ୟମଶିଳ୍ପର ଉନ୍ନତି ହେଲେ ବେକାରୀ ହଟିବ। ଏଥିପାଇଁ କେନ୍ଦ୍ର ସରକାର ସମସ୍ତ ପ୍ରକାର ସହଯୋଗ କରିବାକୁ ନୂଆ ଯୋଜନା ହାତକୁ ନେଇଛନ୍ତି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
National
ଆମେରିକା ଏଜେନ୍ସିର ଅଭିଯୋଗ, ୨୦୨୧ରେ ଜଗନ ରେଡ୍ଡୀଙ୍କୁ ଲାଞ୍ଚ ପ୍ରତିଶ୍ରୁତି ଦେଇଥିଲେ ଆଦାନୀ
ଆମେରିକାର ସିକ୍ୟୁରିଟି ଆଣ୍ଡ ଏକ୍ସଚେଞ୍ଜ କମିଶନ (SEC) ଏହି ଅଭିଯୋଗ ଆଣିଛି।
Business
ଦୋହଲିଲା ଆଦାନୀ ସାମ୍ରାଜ୍ୟ; ଶେଆର ବଜାରରେ ଦିନକରେ ୫ ଲକ୍ଷ ୩୫ ହଜାର କୋଟି ବୁଡ଼ିଲା
ଏହି ଘଟଣା ଆଦାନୀଙ୍କ ବ୍ୟବସାୟ ସାମ୍ରାଜ୍ୟକୁ ସମ୍ପୂର୍ଣ୍ଣ ଦୋହଲାଇ ଦେଇଥିବା ବେଳେ ଭାରତୀୟ ଶେଆର ବଜାରରେ ହୋଇଛି ପ୍ରଚଣ୍ଡ ବିସ୍ଫୋରଣ।
Business
ଆଦାନୀ ଲାଞ୍ଚ ମାମଲା: ଆମେରିକା ଅଭିଯୋଗ ତାଲିକାରେ ଅଛି ଓଡ଼ିଶା
ଗୌତମ ଆଦାନୀଙ୍କ ସମେତ ଭାରତର ଚାରିଟି ରାଜ୍ୟ ଏବଂ ଗୋଟିଏ କେନ୍ଦ୍ର ଶାସିତ ଅଞ୍ଚଳ ଆମେରିକା କୋର୍ଟଙ୍କ ଅଭିଯୋଗ ତାଲିକାରେ ଅଛି।
Business
ଆମେରିକା କୋର୍ଟଙ୍କ ଗିରଫ ୱାରେଣ୍ଟ ପରେ ପ୍ରତିକ୍ରିୟା ରଖିଲା ଆଦାନୀ ଗ୍ରୁପ୍
ଆମେରିକା କୋର୍ଟଙ୍କ ଗିରଫ ୱାରେଣ୍ଟ ପରେ ଆଦାନୀ ଗ୍ରୁପର ଷ୍ଟକ୍ ମୂଲ୍ୟ ହ୍ରାସ ପାଇଛି।
Business
ଇଣ୍ଡିଆ ଫୋର୍ବସ ତାଲିକାରେ ସ୍ଥାନ ପାଇଥିବା OTVକୁ ମିଳିଲା ସମ୍ମାନ
ଆଗାମୀ ଦିନରେ ବି ଏମିତି ଉପରେ ରହିବୁ ବୋଲି ଆଶା ଥିବା କହିଛନ୍ତି ଓଟିଭି ନେଟୱର୍କର ଏମ୍ଡି ଜଗି ମଙ୍ଗତ ପଣ୍ଡା।