ଭୁବନେଶ୍ୱରରେ ଲଘୁ ଉଦ୍ୟୋଗ ଭାରତୀୟ ରାଷ୍ଟ୍ରୀୟ କର୍ମଶାଳା ଅନୁଷ୍ଠିତ

ଭୁବନେଶ୍ୱର: ଭୁବନେଶ୍ୱରରେ ଲଘୁ ଉଦ୍ୟୋଗ ଭାରତୀର ରାଷ୍ଟ୍ରୀୟ କର୍ମଶାଳା ଅନୁଷ୍ଠିତ ହୋଇଯାଇଛି। ଏହି କର୍ମଶାଳାରେ ଲଘୁ ଉଦ୍ୟୋଗ ଭାରତୀ ପକ୍ଷରୁ କେନ୍ଦ୍ର ସରକାର ଓ ରାଜ୍ୟ ସରକାରଙ୍କ ଏମ୍ଏସ୍ଏମ୍ଇ ବିଭାଗକୁ ବିଭିନ୍ନ ଦାବି ନେଇ ସ୍ମାରକପତ୍ର ପ୍ରଦାନ କରିଥିଲେ। ରାଜ୍ୟ ଏମ୍ଏସ୍ଏମ୍ଇ ମନ୍ତ୍ରୀ ଯୋଗେନ୍ଦ୍ର ବେହେରା କର୍ମଶାଳାରେ ମୁଖ୍ୟଅତିଥି ଭାବେ ଯୋଗଦେଇ ରାଜ୍ୟ ସରକାର କ୍ଷୁଦ୍ରଶିଳ୍ପ ଓ ମଧ୍ୟ ଶିଳ୍ପ ଉଦ୍ୟୋଗୀମାନଙ୍କ ସହ ଆଲୋଚନା କରି ସାହାଯ୍ୟ ସହଯୋଗ ଯୋଗାଇ ଦେବାକୁ ପ୍ରସ୍ତୁତ ବୋଲି କହିଥିଲେ। କେନ୍ଦ୍ର […]

laghu

Rakesh Mallick
  • Published: Thursday, 17 December 2015
  • , Updated: 17 December 2015, 03:30 AM IST

ଭୁବନେଶ୍ୱର: ଭୁବନେଶ୍ୱରରେ ଲଘୁ ଉଦ୍ୟୋଗ ଭାରତୀର ରାଷ୍ଟ୍ରୀୟ କର୍ମଶାଳା ଅନୁଷ୍ଠିତ ହୋଇଯାଇଛି। ଏହି କର୍ମଶାଳାରେ ଲଘୁ ଉଦ୍ୟୋଗ ଭାରତୀ ପକ୍ଷରୁ କେନ୍ଦ୍ର ସରକାର ଓ ରାଜ୍ୟ ସରକାରଙ୍କ ଏମ୍ଏସ୍ଏମ୍ଇ ବିଭାଗକୁ ବିଭିନ୍ନ ଦାବି ନେଇ ସ୍ମାରକପତ୍ର ପ୍ରଦାନ କରିଥିଲେ। ରାଜ୍ୟ ଏମ୍ଏସ୍ଏମ୍ଇ ମନ୍ତ୍ରୀ ଯୋଗେନ୍ଦ୍ର ବେହେରା କର୍ମଶାଳାରେ ମୁଖ୍ୟଅତିଥି ଭାବେ ଯୋଗଦେଇ ରାଜ୍ୟ ସରକାର କ୍ଷୁଦ୍ରଶିଳ୍ପ ଓ ମଧ୍ୟ ଶିଳ୍ପ ଉଦ୍ୟୋଗୀମାନଙ୍କ ସହ ଆଲୋଚନା କରି ସାହାଯ୍ୟ ସହଯୋଗ ଯୋଗାଇ ଦେବାକୁ ପ୍ରସ୍ତୁତ ବୋଲି କହିଥିଲେ।

କେନ୍ଦ୍ର ସରକାରଙ୍କ ଏମ୍ଏସ୍ଏମ୍ଇ ମନ୍ତ୍ରୀ କଲରାଜ ମିଶ୍ର କହିଛନ୍ତି, କ୍ଷୁଦ୍ରଶିଳ୍ପ ଓ ମଧ୍ୟମଶିଳ୍ପର ଉନ୍ନତି ହେଲେ ବେକାରୀ ହଟିବ। ଏଥିପାଇଁ କେନ୍ଦ୍ର ସରକାର ସମସ୍ତ ପ୍ରକାର ସହଯୋଗ କରିବାକୁ ନୂଆ ଯୋଜନା ହାତକୁ ନେଇଛନ୍ତି।

Related story