ନୂଆଦିଲ୍ଲୀ: ଚଳିତ ଆର୍ଥିକ ବର୍ଷରେ ଟାଟା କନସଲଟାନ୍ସି ସର୍ଭିସେସ (ଟିସିଏସ) ୬୦ ହଜାର ଲୋକଙ୍କୁ ନିଯୁକ୍ତି ଦେବାକୁ ଯୋଜନା ରଖିଛି। କମ୍ପାନୀର ଅଧ୍ୟକ୍ଷ ସାଇରସ ମିସ୍ତ୍ରୀ ଏହି ସୂଚନା ଦେଇଛନ୍ତି। ଏହା ସହିତ ଡିଜିଟାଲ ଟେକ୍ନୋଲୋଜିରେ କାମ କରୁଥିବା ଏକ ଲକ୍ଷ କର୍ମଚାରୀଙ୍କୁ ପ୍ରଶିକ୍ଷଣ ମଧ୍ୟ ଦେବ। ଡିଜିଟାଲ ସଲ୍ୟୁସନ କ୍ଷେତ୍ରରେ ପୁଞ୍ଜି ନିବେଶ କରିବାକୁ କମ୍ପାନୀ ଲକ୍ଷ୍ୟ ରଖିଛି।
ସାଇରସ ମିସ୍ତ୍ରୀ କହିଛନ୍ତି ଯେ, କମ୍ପାନୀର କର୍ମଚାରୀମାନଙ୍କୁ ତାଲିମ ଦେବା ପାଇଁ ଅର୍ଥ ବ୍ୟୟ କରାଯିବ। ଏବଂ ପ୍ରାୟ ୧ ଲକ୍ଷ କର୍ମଚାରୀଙ୍କୁ ତାଲିମ ଦେବା ପାଇଁ ଯୋଜନା କରାଯାଇଛି।
ସେହିପରି ଆସନ୍ତା କିଛି ବର୍ଷ ମଧ୍ୟରେ କମ୍ପାନୀ ଡିଜିଟାଲ ସ୍ପେସ ଓ ମୋବାଇଲ ଆଦିରୁ ଆହୁରି ୫ ମିଲିୟନ ଡଲାର ରାଜସ୍ୱ ବଢାଇବାକୁ ଲକ୍ଷ୍ୟ ସ୍ଥିର କରାଯାଇଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Business
ଇଣ୍ଡିଆ ଫୋର୍ବସ ତାଲିକାରେ ସ୍ଥାନ ପାଇଥିବା OTVକୁ ମିଳିଲା ସମ୍ମାନ
ଆଗାମୀ ଦିନରେ ବି ଏମିତି ଉପରେ ରହିବୁ ବୋଲି ଆଶା ଥିବା କହିଛନ୍ତି ଓଟିଭି ନେଟୱର୍କର ଏମ୍ଡି ଜଗି ମଙ୍ଗତ ପଣ୍ଡା।
Business
ସକାଳେ ଥିଲା ମିଟିଂ, ଯୋଗଦେଇ ନ ପାରିବାରୁ ୯୯ ଜଣଙ୍କୁ କାଢିଦେଲେ CEO
୧୧୦ କର୍ମଚାରୀଙ୍କ ମଧ୍ୟରୁ ୯୯ ଜଣଙ୍କୁ ଏକା ସାଙ୍ଗରେ ବାହାର କରିଛି କମ୍ପାନୀ।
Business
ପ୍ରତି ପଞ୍ଚାୟତରେ ଖୋଲିବ କ୍ଷୀର ଧାରା କେନ୍ଦ୍ର: ମନ୍ତ୍ରୀ
ନୂଆ ପ୍ରଡକ୍ଟ ନେଇ ମନ୍ତ୍ରୀ କହିଛନ୍ତି, ଆଗାମୀ ଦିନରେ ବହୁ ନୂଆ ପ୍ରଡକ୍ଟ ଆଣିବାକୁ ଯାଉଛି। ଲୋକଙ୍କ ଆବଶ୍ୟକତାକୁ ଦେଖି ଓମ୍ଫେଡ୍ର ଟେଟ୍ରାପେକ୍, ପାଣି ପାଉଚ୍, ଆଇସକ୍ରିମ୍, ଚକୋଲେଟ୍ ଆଦି ତିଆରି କରିବ।
Technology
ପାର୍ବଣରେ ହାଇ ଡିମାଣ୍ଡ, ଭାରତରେ ବିକ୍ରି ହୋଇଛି ୩.୯୩ ଲକ୍ଷ କାର୍
ଚଳିତ ବର୍ଷ ପାର୍ବଣ ଋତୁରେ ରେକର୍ଡ ସଂଖ୍ୟକ ଦୁଇ ଚକିଆ ଓ ଚାରି ଚକିଆ ଯାନ ବିକ୍ରି ହୋଇଛି।
Business
ମୋଦିଙ୍କ ଶାସନରେ କମିଛି ମଧ୍ୟବିତ୍ତଙ୍କ ମୁଣ୍ଡରୁ ଟିକସ ବୋଝ
ମୋଦି ସରକାର ଲାଗୁ କରିଥିବା ଶକ୍ତିଶାଳୀ ଟିକସ ଚୋରି ନିରୋଧ ଆଇନ ଓ କଳା ଟଙ୍କା ଆଇନ ଯୋଗୁ ୫୦ ଲକ୍ଷରୁ ଅଧିକ ଆୟ କରୁଥିବା ଲୋକଙ୍କ ରିଟର୍ଣ୍ଣ ଫାଇଲ କରିବା ସଂଖ୍ୟା ମଧ୍ୟ ବୃଦ୍ଧି ପାଇଛି।