ନୂଆଦିଲ୍ଲୀ:୨୦୧୪-୧୫ ଆର୍ଥିକ ବର୍ଷରେ ୧୧୬ଟି ପିଏସ୍ୟୁ କର୍ପୋରେଟ୍ ସାମାଜିକ ଦାୟିତ୍ୱ ବା ସିଏସ୍ଆର୍ କ୍ଷେତ୍ରରେ ୨୪୪୭.୫୯ କୋଟି ଟଙ୍କା ବ୍ୟୟ କରିଛନ୍ତି। ଗୁରୁବାର ରାଜ୍ୟସଭାରେ ଏହି ସୂଚନା ଦେଇଛନ୍ତି ଭାରି ଶିଳ୍ପ ଓ ରାଷ୍ଟ୍ରାୟତ୍ତ ଉଦ୍ୟୋଗ ମନ୍ତ୍ରୀ ଅନନ୍ତ ଗୀତେ। ତେବେ ବିରୋଧୀ ଦଳଗୁଡ଼ିକ ଅଭିଯୋଗ କରିଥିଲେ ଯେ କର୍ପୋରେଟ୍ ସାମାଜିକ ଦାୟିତ୍ୱ ପାଣ୍ଠିର ଅପବ୍ୟବହାର ହେଉଥିବା ନେଇ ବରାବର ଅଭିଯୋଗ ହେଉଛି। ଏହାର ଉତ୍ତର ମନ୍ତ୍ରୀ କହିଥିଲେ,“ସରକାର ଏ ଅଭିଯୋଗକୁ ଖଣ୍ଡନ କରୁ ନାହାଁନ୍ତି। କିନ୍ତୁ ଏ ନେଇ ନିର୍ଦ୍ଦିଷ୍ଟ ଅଭିଯୋଗ ଆସିଲେ ନିଶ୍ଚିତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ।”
ସେ ଆହୁରି ମଧ୍ୟ କହିଛନ୍ତି ଯେ ସିଏସ୍ଆର୍ ପାଣ୍ଠିର ବିନିଯୋଗ ନେଇ ପ୍ରତି ୬ ମାସରେ ସମୀକ୍ଷା କରାଯିବ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
National
ଆମେରିକା ଏଜେନ୍ସିର ଅଭିଯୋଗ, ୨୦୨୧ରେ ଜଗନ ରେଡ୍ଡୀଙ୍କୁ ଲାଞ୍ଚ ପ୍ରତିଶ୍ରୁତି ଦେଇଥିଲେ ଆଦାନୀ
ଆମେରିକାର ସିକ୍ୟୁରିଟି ଆଣ୍ଡ ଏକ୍ସଚେଞ୍ଜ କମିଶନ (SEC) ଏହି ଅଭିଯୋଗ ଆଣିଛି।
Business
ଦୋହଲିଲା ଆଦାନୀ ସାମ୍ରାଜ୍ୟ; ଶେଆର ବଜାରରେ ଦିନକରେ ୫ ଲକ୍ଷ ୩୫ ହଜାର କୋଟି ବୁଡ଼ିଲା
ଏହି ଘଟଣା ଆଦାନୀଙ୍କ ବ୍ୟବସାୟ ସାମ୍ରାଜ୍ୟକୁ ସମ୍ପୂର୍ଣ୍ଣ ଦୋହଲାଇ ଦେଇଥିବା ବେଳେ ଭାରତୀୟ ଶେଆର ବଜାରରେ ହୋଇଛି ପ୍ରଚଣ୍ଡ ବିସ୍ଫୋରଣ।
Business
ଆଦାନୀ ଲାଞ୍ଚ ମାମଲା: ଆମେରିକା ଅଭିଯୋଗ ତାଲିକାରେ ଅଛି ଓଡ଼ିଶା
ଗୌତମ ଆଦାନୀଙ୍କ ସମେତ ଭାରତର ଚାରିଟି ରାଜ୍ୟ ଏବଂ ଗୋଟିଏ କେନ୍ଦ୍ର ଶାସିତ ଅଞ୍ଚଳ ଆମେରିକା କୋର୍ଟଙ୍କ ଅଭିଯୋଗ ତାଲିକାରେ ଅଛି।
Business
ଆମେରିକା କୋର୍ଟଙ୍କ ଗିରଫ ୱାରେଣ୍ଟ ପରେ ପ୍ରତିକ୍ରିୟା ରଖିଲା ଆଦାନୀ ଗ୍ରୁପ୍
ଆମେରିକା କୋର୍ଟଙ୍କ ଗିରଫ ୱାରେଣ୍ଟ ପରେ ଆଦାନୀ ଗ୍ରୁପର ଷ୍ଟକ୍ ମୂଲ୍ୟ ହ୍ରାସ ପାଇଛି।
Business
ଇଣ୍ଡିଆ ଫୋର୍ବସ ତାଲିକାରେ ସ୍ଥାନ ପାଇଥିବା OTVକୁ ମିଳିଲା ସମ୍ମାନ
ଆଗାମୀ ଦିନରେ ବି ଏମିତି ଉପରେ ରହିବୁ ବୋଲି ଆଶା ଥିବା କହିଛନ୍ତି ଓଟିଭି ନେଟୱର୍କର ଏମ୍ଡି ଜଗି ମଙ୍ଗତ ପଣ୍ଡା।