ନୂଆଦିଲ୍ଲୀ:ଭାରତୀୟ ବଜାରରେ ପ୍ରବେଶ କରିଛି DataWindର ୭ ଇଞ୍ଜ ବିଶିଷ୍ଟ ନୂଆ Tablet i3G7। ଏହାର Resolusion ରହିଛି 600x1024 pixels। ଏହାର ବ୍ୟାଟେରୀ କ୍ଷମତା ରହିଛି 2800mAh। ଏହି ଟ୍ୟାବଲେଟ୍ର ଦର ରହିଛି ୫୯୯୯ ଟଙ୍କା। ଏଥିରେ ଅପରେଟିଂ ସିଷ୍ଟମ ଭାବେ Android Lollipop 5.1. ସୁବିଧା ରହିଛି। ଏହା କେବଳ କଳା ରଙ୍ଗରେ ବିଭିନ୍ନ ଇକର୍ମସ ସାଇଟ୍ ଓ ଷ୍ଟୋରରେ ଉପଲବ୍ଧ ହୋଇଛି। ଏଥିରେ 1GB RAM ରହିଥିବା ବେଳେ Internal Storage 8GB ରହିଛି ଯାହାକି ପରବର୍ତ୍ତୀ ସମୟରେ 32GBକୁ ବର୍ଦ୍ଧିତ ହୋଇପାରିବ।
ଏଥିରେ Duel 3G Supporting SIMs,2MP Rear camera ଓ 0.3MP Front camera ରହିଛି। ଏହାସହ Bluetooth, GPS, A-GPS, GPRS/ EDGE ଓ Micro-USB ଅତ୍ୟାଧୁନିକ ସୁବିଧା ରହିଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Business
୨୦୨୫ରେ ଭାରତର GDP ଅଭିବୃଦ୍ଧି ୪ ବର୍ଷରେ ସର୍ବନିମ୍ନସ୍ତରରେ ପହଞ୍ଚିବ!
ପୂର୍ବ ଆର୍ଥିକ ବର୍ଷ ୨୦୨୩-୨୪ରେ ଭାରତର ଜିଡିପି ୮.୨ ପ୍ରତିଶତ ଥିଲା। ଯାହା ୨୦୨୫ ମାର୍ଚ୍ଚରେ ଶେଷ ହେବାକୁ ଯାଉଥିବା ଆର୍ଥିକ ବର୍ଷରେ ୬.୪ ପ୍ରତିଶତକୁ ଖସିବ ବୋଲି ଆକଳନ କରିଛି ଜାତୀୟ ପରିସଂଖ୍ୟାନ କାର୍ଯ୍ୟାଳୟ।
Business
ସୁନା ଭଳି ରୁପାରେ ମଧ୍ୟ ହଲମାର୍କିଂ!
ଗ୍ରାହକଙ୍କ ସ୍ୱାର୍ଥ ରକ୍ଷା ଲାଗି ବର୍ତ୍ତମାନ କେବଳ ସୁନା ଓ ସେଥିରେ ତିଆରି ଜିନିଷର ହଲମାର୍କିଂ ବାଧ୍ୟତାମୂଳକ କରାଯାଇଛି।
Business
ରାଜ୍ୟ ବଜେଟ୍ ପ୍ରସ୍ତୁତି ପାଇଁ ସମସ୍ତଙ୍କ ମତାମତ ଲୋଡ଼ିଲା ଅର୍ଥ ବିଭାଗ
୨୦୨୫-୨୬ ଆର୍ଥିକ ବର୍ଷ ବଜେଟ୍ ପ୍ରସ୍ତୁତ ପାଇଁ ଅର୍ଥ ବିଭାଗ ଏକ ନିର୍ଦ୍ଦିଷ୍ଟ ଢାଂଚାରେ ଜନସାଧାରଣଙ୍କଠୁ ପରାମର୍ଶ ଆହ୍ୱାନ କରିଛନ୍ତି । ଯାହାକି ବଜେଟ୍ ଓଡ଼ିଶା ୱେବପୋର୍ଟାଲରେ ଉପଲବ୍ଧ ।
Business
ସୁଜୁକି ମୋଟର କର୍ପୋରେସନର ପୂର୍ବତନ ଅଧ୍ୟକ୍ଷ ଓସାମୁ ସୁଜୁକିଙ୍କ ପରଲୋକ
ଓସାମୁ ସୁଜୁକିଙ୍କ ପରଲୋକରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦୁଃଖ ପ୍ରକାଶ କରିଛନ୍ତି।
Business
୧୦.୫୦ ଲକ୍ଷ ଯାଏ ଆୟ କରୁଥିଲେ ଦେବାକୁ ପଡ଼ିପାରେ କମ ଟିକସ!
ଆସନ୍ତାବର୍ଷ ଫେବୃଆରୀ ୧ରେ କେନ୍ଦ୍ର ସରକାର ପୂର୍ଣ୍ଣାଙ୍ଗ ବଜେଟ ସଂସଦରେ ଉପସ୍ଥାପନ କରିବେ। ଏହି ସମୟରେ ନୂଆ ଟିକସ ବ୍ୟବସ୍ଥା ଆସିବାର ଯଥେଷ୍ଟ ସମ୍ଭାବନା ରହିଛି।