/odisha-reporter/media/post_attachments/uploads/2019/02/ddd.jpg)
ddd
ନୂଆଦିଲ୍ଲୀ(ଓଡ଼ିଶା ରିପୋର୍ଟର): କେନ୍ଦ୍ରୀୟ କର୍ମଚାରୀଙ୍କ ପାଇଁ ଖୁସି ଖବର। ମଙ୍ଗଳବାର କେନ୍ଦ୍ର କ୍ୟାବିନେଟ୍ ସରକାରୀ କର୍ମଚାରୀ ଓ ପେନସନ୍ ଉପଭୋକ୍ତାଙ୍କ ପାଇଁ ୩% ମହଙ୍ଗା ଭତ୍ତା ବୃଦ୍ଧି କରିଛନ୍ତି।
Advertisment
ଏହି ନିଷ୍ପତ୍ତି ଫଳରେ ଏହାଦ୍ୱାରା ପ୍ରାୟ ଏକ କୋଟିରୁ ଊର୍ଦ୍ଧ୍ୱ କେନ୍ଦ୍ରୀୟ କର୍ମଚାରୀ ଓ ପେନ୍ସନ୍ ଭୋଗୀ ଉପକୃତ ହେବେ ବୋଲି ସରକାରଙ୍କ ପକ୍ଷରୁ କୁହାଯାଇଛି। ଏ ବାବଦରେ ସରକାରଙ୍କ ରାଜକୋଷ ଉପରେ ବାର୍ଷିକ ଅତିରିକ୍ତ ୯୦୦୦ କୋଟି ଟଙ୍କାର ଆର୍ଥିକ ବୋଝ ପଡ଼ିବ।
/odisha-reporter/media/agency_attachments/2025/09/10/2025-09-10t082211800z-640x480-or-sukant-rout-2025-09-10-13-52-11.png)
