କେନ୍ଦ୍ରୀୟ କର୍ମଚାରୀଙ୍କୁ ଭେଟି: ୩% ମହଙ୍ଗା ଭତ୍ତା ବୃଦ୍ଧି
ନୂଆଦିଲ୍ଲୀ(ଓଡ଼ିଶା ରିପୋର୍ଟର): କେନ୍ଦ୍ରୀୟ କର୍ମଚାରୀଙ୍କ ପାଇଁ ଖୁସି ଖବର। ମଙ୍ଗଳବାର କେନ୍ଦ୍ର କ୍ୟାବିନେଟ୍ ସରକାରୀ କର୍ମଚାରୀ ଓ ପେନସନ୍ ଉପଭୋକ୍ତାଙ୍କ ପାଇଁ ୩% ମହଙ୍ଗା ଭତ୍ତା ବୃଦ୍ଧି କରିଛନ୍ତି। ଏହି ନିଷ୍ପତ୍ତି ଫଳରେ ଏହାଦ୍ୱାରା ପ୍ରାୟ ଏକ କୋଟିରୁ ଊର୍ଦ୍ଧ୍ୱ କେନ୍ଦ୍ରୀୟ କର୍ମଚାରୀ ଓ ପେନ୍ସନ୍ ଭୋଗୀ ଉପକୃତ ହେବେ ବୋଲି ସରକାରଙ୍କ ପକ୍ଷରୁ କୁହାଯାଇଛି। ଏ ବାବଦରେ ସରକାରଙ୍କ ରାଜକୋଷ ଉପରେ ବାର୍ଷିକ ଅତିରିକ୍ତ ୯୦୦୦ କୋଟି ଟଙ୍କାର ଆର୍ଥିକ ବୋଝ ପଡ଼ିବ।
ନୂଆଦିଲ୍ଲୀ(ଓଡ଼ିଶା ରିପୋର୍ଟର): କେନ୍ଦ୍ରୀୟ କର୍ମଚାରୀଙ୍କ ପାଇଁ ଖୁସି ଖବର। ମଙ୍ଗଳବାର କେନ୍ଦ୍ର କ୍ୟାବିନେଟ୍ ସରକାରୀ କର୍ମଚାରୀ ଓ ପେନସନ୍ ଉପଭୋକ୍ତାଙ୍କ ପାଇଁ ୩% ମହଙ୍ଗା ଭତ୍ତା ବୃଦ୍ଧି କରିଛନ୍ତି।
ଏହି ନିଷ୍ପତ୍ତି ଫଳରେ ଏହାଦ୍ୱାରା ପ୍ରାୟ ଏକ କୋଟିରୁ ଊର୍ଦ୍ଧ୍ୱ କେନ୍ଦ୍ରୀୟ କର୍ମଚାରୀ ଓ ପେନ୍ସନ୍ ଭୋଗୀ ଉପକୃତ ହେବେ ବୋଲି ସରକାରଙ୍କ ପକ୍ଷରୁ କୁହାଯାଇଛି। ଏ ବାବଦରେ ସରକାରଙ୍କ ରାଜକୋଷ ଉପରେ ବାର୍ଷିକ ଅତିରିକ୍ତ ୯୦୦୦ କୋଟି ଟଙ୍କାର ଆର୍ଥିକ ବୋଝ ପଡ଼ିବ।