କେଉଁଠି ୪୦ ତ କେଉଁଠି ୫୦ ଆଉ କେଉଁଠି ୬୦ ପାର। ବାହାର କଥା ଛାଡ଼ନ୍ତୁ, ରାଜଧାନୀରେ ଏଭଳି ଦରରେ ବିକ୍ରି ହେଉଛି ଆଳୁ। ରାଜଧାନୀର ଏକ ନମ୍ବର ମାର୍କେଟରେ ଆଳୁ ଦାମ କେଜି ପିଛା ରହିଛି ୪୦ ଟଙ୍କା। ହେଲେ ସର୍ତ୍ତ ରଖିଛନ୍ତି ବ୍ୟବସାୟୀ। କେହି ବାଛିକି ଭଲ ଆଳୁ ନେଇ ପାରିବେ ନାହିଁ। ଭାଗରେ ଯାହା ପଡ଼ିବ, ତାହା ନେବାକୁ ବାଧ୍ୟ। ବାଛିଲେ ଦେବାକୁ ପଡ଼ିବ ଅଧିକ ଟଙ୍କା। ଏଭଳି ସର୍ତ୍ତରେ ଗ୍ରାହକ ମଧ୍ୟ ଆଶ୍ଚର୍ଯ୍ୟ ହୋଇଛନ୍ତି।
TAGS
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Business
ଦେଶର ଜିଡିପି ଅଭିବୃଦ୍ଧି ହାର ଦୁଇ ବର୍ଷରେ ସର୍ବନିମ୍ନ
ଚଳିତ ଆର୍ଥିକ ବର୍ଷର ଜୁଲାଇ-ସେପ୍ଟେମ୍ବର ତ୍ରୈମାସରେ ଦେଶର ଜିଡିପି ଅଭିବୃଦ୍ଧି ହାର ୫.୪ ପ୍ରତିଶତକୁ ଖସିଛି। ଉତ୍ପାଦନ କ୍ଷେତ୍ରର ଖରାପ ପ୍ରଦର୍ଶନ ଯୋଗୁଁ ଅର୍ଥନୀତି କ୍ଷେତ୍ରରେ ଘଟିଛି ଅବନତୀ।
Business
ଆଦାନୀ ଗ୍ରୁପ୍ ଦାନକୁ ବି ନା; ୧୦୦ କୋଟି ଟଙ୍କା ଫେରାଇବେ ତେଲାଙ୍ଗାନା ସରକାର
ୟଙ୍ଗ ଇଣ୍ଡିଆ ସ୍କିଲ୍ସ ୟୁନିଭରସିଟି ପାଇଁ ଆଦାନୀ ଗ୍ରୁପ୍ ତେଲାଙ୍ଗାନାକୁ ୧୦୦କୋଟି ଟଙ୍କା ଦାନ କରିଥିଲେ।
National
ଆମେରିକା ଏଜେନ୍ସିର ଅଭିଯୋଗ, ୨୦୨୧ରେ ଜଗନ ରେଡ୍ଡୀଙ୍କୁ ଲାଞ୍ଚ ପ୍ରତିଶ୍ରୁତି ଦେଇଥିଲେ ଆଦାନୀ
ଆମେରିକାର ସିକ୍ୟୁରିଟି ଆଣ୍ଡ ଏକ୍ସଚେଞ୍ଜ କମିଶନ (SEC) ଏହି ଅଭିଯୋଗ ଆଣିଛି।